Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପ୍ରଧାନମନ୍ତ୍ରୀଙ୍କ ଭୁବନେଶ୍ବର ଆଗମନ ଅବସରରେ ସ୍ବାଗତ ପାଇଁ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀରେ ପ୍ରସ୍ତୁତି ବୈଠକ‌
ଆଞ୍ଚଳିକ

ପ୍ରଧାନମନ୍ତ୍ରୀଙ୍କ ଭୁବନେଶ୍ବର ଆଗମନ ଅବସରରେ ସ୍ବାଗତ ପାଇଁ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀରେ ପ୍ରସ୍ତୁତି ବୈଠକ‌

November 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚ଼ିଲିକା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭୁବନେଶ୍ୱର ଆଗମନ ଅବସରରେ ସ୍ୱାଗତ କରିବା ପାଇଁ ଚିଲିକା ନିର୍ବାଚନ ମଣ୍ଡଳୀର ଏକ ପ୍ରସ୍ତୁତି ବୈଠକ‌ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ର ପୂର୍ବତନ ବିଧାୟକ ଡ଼ାଃ ବିଭୂତିଭୂଷଣ ହରିଚ଼ନ୍ଦନଙ୍କ ନାଚୁଣୀ ସ୍ଥିତ ବାସଭବନ ଠାରେ ଅନୁଷ୍ଠିତ ହୋଇଛି।

ଏହି ବୈଠକରେ ଜିଲ୍ଲା ଭାଜପା ସଭାପତି ରଶ୍ମିରଞ୍ଜନ ମହାପାତ୍ର, ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା ଓ ଜିଲ୍ଲା ଉପସଭାପତି ବିଜୟ ବିଶ୍ବାଳଙ୍କ ସମେତ ବହୁ ତୁଙ୍ଗ ନେତୃତ୍ବ ମାନେ ଯୋଗଦେଇ ବିସ୍ତୃତ ଆଲୋଚ଼ନା କରିବା ସହ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀରୁ ଅଧିକ ସଂଖ୍ୟାରେ କାର୍ଯ୍ୟକର୍ତ୍ତା‌ ମାନେ ଯୋଗ ଦେଇ ସ୍ବାଗତ କରିବା ପାଇଁ ସ୍ଥିରୀକୃତ ହୋଇଛି।

ଚିଲିକା ନିର୍ବାଚନ ମଣ୍ଡଳୀ ନରେନ୍ଦ୍ର ମୋଦୀ ପ୍ରସ୍ତୁତି ବୈଠକ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ବାରାଣସୀରୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 9, 2025

ରାଷ୍ଟ୍ରୀୟ ଗୀତର ୧୫୦ତମ ବାର୍ଷିକୀ ଉପଲକ୍ଷେ ବର୍ଷବ୍ୟାପୀ ସ୍ମାରକୀ ଉତ୍ସବର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

November 8, 2025

ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ: ବାଣପୁରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

November 7, 2025

ବାଣପୁର: ଜାତୀୟ ଗୀତର ୧୫୦ ତମ ପୂର୍ତ୍ତି ଦିବସ ପାଳିତ

November 7, 2025
Latest News

ଖୁବ ଶିଘ୍ର ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହେବ ମୁକ୍ତ ବାଣିଜ୍ୟ ଚୁକ୍ତିନାମା, ଶେଷ ହେଲା ଆଲୋଚନା

November 9, 2025

ଆଜି ସରିବ ନୂଆପଡା ଉପନିର୍ବାଚନ ପ୍ରଚାର, ଅପରାହ୍ନ ସୁଦ୍ଧା ବାହାର ନେତାଙ୍କୁ ବାହାରିବାକୁ ନିର୍ଦ୍ଦେଶ

November 9, 2025

ନିର୍ବାଚନ ସମ୍ପର୍କିତ ଭ୍ରାନ୍ତିପୂର୍ଣ୍ଣ ସୂଚନା ପ୍ରସାର ନ କରିବା ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ

November 9, 2025

ରଥଯାତ୍ରା ସମୟରେ ଦଳାଚକଟା ଘଟଣା: ୭ ପୁଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ

November 9, 2025

ବାରାଣସୀରୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.