Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପ୍ରଧାନମନ୍ତ୍ରୀଙ୍କ ଭୁବନେଶ୍ବର ଆଗମନ ଅବସରରେ ସ୍ବାଗତ ପାଇଁ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀରେ ପ୍ରସ୍ତୁତି ବୈଠକ‌
ଆଞ୍ଚଳିକ

ପ୍ରଧାନମନ୍ତ୍ରୀଙ୍କ ଭୁବନେଶ୍ବର ଆଗମନ ଅବସରରେ ସ୍ବାଗତ ପାଇଁ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀରେ ପ୍ରସ୍ତୁତି ବୈଠକ‌

November 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚ଼ିଲିକା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭୁବନେଶ୍ୱର ଆଗମନ ଅବସରରେ ସ୍ୱାଗତ କରିବା ପାଇଁ ଚିଲିକା ନିର୍ବାଚନ ମଣ୍ଡଳୀର ଏକ ପ୍ରସ୍ତୁତି ବୈଠକ‌ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ର ପୂର୍ବତନ ବିଧାୟକ ଡ଼ାଃ ବିଭୂତିଭୂଷଣ ହରିଚ଼ନ୍ଦନଙ୍କ ନାଚୁଣୀ ସ୍ଥିତ ବାସଭବନ ଠାରେ ଅନୁଷ୍ଠିତ ହୋଇଛି।

ଏହି ବୈଠକରେ ଜିଲ୍ଲା ଭାଜପା ସଭାପତି ରଶ୍ମିରଞ୍ଜନ ମହାପାତ୍ର, ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା ଓ ଜିଲ୍ଲା ଉପସଭାପତି ବିଜୟ ବିଶ୍ବାଳଙ୍କ ସମେତ ବହୁ ତୁଙ୍ଗ ନେତୃତ୍ବ ମାନେ ଯୋଗଦେଇ ବିସ୍ତୃତ ଆଲୋଚ଼ନା କରିବା ସହ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀରୁ ଅଧିକ ସଂଖ୍ୟାରେ କାର୍ଯ୍ୟକର୍ତ୍ତା‌ ମାନେ ଯୋଗ ଦେଇ ସ୍ବାଗତ କରିବା ପାଇଁ ସ୍ଥିରୀକୃତ ହୋଇଛି।

ଚିଲିକା ନିର୍ବାଚନ ମଣ୍ଡଳୀ ନରେନ୍ଦ୍ର ମୋଦୀ ପ୍ରସ୍ତୁତି ବୈଠକ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

International Day of Yoga:କୋଲକାତାରେ ବହୁ ଅଭ୍ୟାସକାରୀଙ୍କ ଗହଣରେ ଯୋଗ କଲେ ପ୍ରଧାନମନ୍ତ୍ରୀ

June 21, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.