Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର : ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କାରଣ ଅସ୍ପଷ୍ଟ
ଆଞ୍ଚଳିକ

ବାଣପୁର : ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କାରଣ ଅସ୍ପଷ୍ଟ

November 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ଥାନା ଅନ୍ତର୍ଗତ ଗୋପୀନାଥପୁର ଗ୍ରାମର ସାଗର ପ୍ରଧାନଙ୍କ ମୃତ୍ୟୁ ହୋଇଛି l ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଏନେଇ ବାଣପୁର ମେଡିକାଲରୁ ସୂଚନା ପାଇ ପୋଲିସ କେସ ନମ୍ବର 21/24 ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି l

ସୂଚନା ମୁତାବକ ସାଗରଙ୍କୁ ଗୁରୁତର ଅବସ୍ଥାରେ ତାଙ୍କ ପରିବାରବର୍ଗ ବାଣପୁର ମେଡିକାଲକୁ ଗତକାଲି ରାତିରେ ଆଣିଥିବା ବେଳେ ଡାକ୍ତର ତାଙ୍କୁ ଭୁବନେଶ୍ୱର ଏମ୍ସ ମେଡିକାଲ ସ୍ଥାନାନ୍ତର କରିଥିଲେ l ତେବେ ବାଟରେ ସାଗରଙ୍କ ସ୍ୱାସ୍ଥ୍ୟରେ ଅବନତି ଘଟିଥିଲା ଏବଂ ତାଙ୍କ ଶରୀର କାମ କରିବା ବନ୍ଦ କରିଦେଇଥିଲା l ପରିବାରବର୍ଗ ପୁନଶ୍ଚ ତାଙ୍କୁ ବାଣପୁର ମେଡିକାଲ ଆଣିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l

ତେବେ ସାଗରଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ଶବ ବ୍ୟବଚ୍ଛେଦ କରି ପରିବାରବର୍ଗଙ୍କୁ ଶରୀର ହସ୍ତାନ୍ତର କରିଛି l ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ପୋଲିସ କହିଛି l

ବାଣପୁର ମୃତ୍ୟୁର କାରଣ ଅସ୍ପଷ୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

February 28, 2026

ବାଣପୁର: ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ “ଜାତୀୟ ବିଜ୍ଞାନ ଦିବସ”

February 28, 2026
Latest News

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.