Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟ ରୋଭର୍ସ ଓ ରେଞ୍ଜର୍ସଙ୍କ ଏଡସ୍ ସଚ଼େତନତା ସାଇକେଲ ରାଲି ଓ ବସ୍ତ୍ର ବଣ୍ଟନ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟ ରୋଭର୍ସ ଓ ରେଞ୍ଜର୍ସଙ୍କ ଏଡସ୍ ସଚ଼େତନତା ସାଇକେଲ ରାଲି ଓ ବସ୍ତ୍ର ବଣ୍ଟନ

December 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ସକାଳ ୦୮ ଘଟିକା ସମୟରେ ଗୋଦାବରୀଶ ମହାବିଦ୍ୟାଳୟର ରୋଭରର୍ସ, ରେଞ୍ଜର୍ସ ମାନେ ମହାବିଦ୍ୟାଳୟର ଫାଟକ ଠାରୁ ଏଡସ ସଚେତନତା ସାଇକେଲ ରାଲି ଆରମ୍ଭ କରି କୋଶରଡା ଗ୍ରାମରେ ପହଞ୍ଚି ବସ୍ତ୍ର ବଣ୍ଟନ କରି ୧୧.୦୦ ଘଟିକା ସମୟରେ ଫେରିଥିଲେ।

ସୂଚନାଯୋଗ୍ୟ ଯେ, ମହାବିଦ୍ୟାଳୟର ରୋଭର ଓ ରେଞ୍ଜରମାନେ ପ୍ରାୟ ୦୧ ମାସ ଧରି ମହାବିଦ୍ୟାଳୟରେ ଏକ ବସ୍ତ୍ର ବ୍ୟାଙ୍କ କରି ପୁରୁଣା ବସ୍ତ୍ର ସଂଗ୍ରହ କରିଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତା, ମହାବିଦ୍ୟାଳୟର ରୋଭର ଲିଡର ଆଦିତ୍ୟ ସାରଥୀ ବେଦମତ୍ତା, ରେଞ୍ଜର ଲିଡର ଉତ୍କଳିକା ପାଢ଼ୀ ଓ ସମାଜ ସେବୀ  ବୈରାଗୀ ଚରଣ ବଳଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା।

ଏଥିରେ ପୁରାତନ ରୋଭର ମିଥୁନ ତରାଇ, ସୁନିଲ୍ କୁମାର ସ୍ବାଇଁ, ସୌମ୍ୟ ରଞ୍ଜନ ହରିଚନ୍ଦନ, ତୋଫାନ ବେହେରା, ଓମ୍ ପ୍ରକାଶ ମହଲା ବର୍ତ୍ତମାନ ରୋଭର ଲିଡର ତୁଷାର କାନ୍ତ ମଲ୍ଲିକ, ରେଞ୍ଜର ଲିଡର ଚିନ୍ମୟୀ ମିଶ୍ର ,୪୦ ରୋଭର୍ସ ଓ ରେଞ୍ଜର୍ସ ,୧୦୦ ରୁ ଉର୍ଦ୍ଧ୍ବ ଗ୍ରାମର ମହିଳା, ପୁରୁଷ, ଛୋଟପିଲା ଯୋଗ ଦେଇଥିଲେ। ପିଲାମାନଙ୍କ ପାଇଁ କ୍ରୀଡା, ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ଖାଦ୍ୟର ଆୟୋଜନ ହୋଇଥିଲା।

ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର ସାଇକେଲ ରାଲି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ଭଗବତୀ ମନ୍ଦିରର ଉନ୍ନତିକରଣ ଉପରେ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 11, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଜଗନ୍ନାଥ ସଂସ୍କୃତିରେ ନାରୀତତ୍ତ୍ୱ: ଆଧ୍ୟାତ୍ମିକତାରେ ମୁଖରିତ ହେଲା ମହାବିଦ୍ୟାଳୟ ପରିସର

August 10, 2026
Latest News

ଗ୍ରାମୀଣ ଜ୍ଞାନ ସେତୁ ଆପର ଶୁଭାରମ୍ଭ କଲେ ଅମିତ ଶାହ

August 12, 2026

ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

August 12, 2026

ଓଡ଼ିଶା ପୁଲିସରେ ଗଠନ ହେବ ୩ ନୂଆ ବିଭାଗ

August 12, 2026

ବେଲୁଚିସ୍ତାନରେ ପାକିସ୍ତାନୀ ସେନାର ନରସଂହାର: ୯ ଶିଶୁ ଓ ୭ ମହିଳାଙ୍କ ସମେତ ୨୮ ମୃତ

August 12, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ୬ ବିଭାଗର ୧୦ ପ୍ରସ୍ତାବକୁ ମଞ୍ଜୁରୀ, ପେପରଲେସ୍‌ ହେବ ସରକାରୀ କାର୍ଯ୍ୟାଳୟ

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.