Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବେତୁଲି ଗ୍ରାମରେ ଶେଷ ହେଲା ଅଷ୍ଟପ୍ରହରୀ ନାମଯଜ୍ଞ, ବହୁ ଭକ୍ତଙ୍କ ସମାଗମ
ଆଞ୍ଚଳିକ

ବାଣପୁର ବେତୁଲି ଗ୍ରାମରେ ଶେଷ ହେଲା ଅଷ୍ଟପ୍ରହରୀ ନାମଯଜ୍ଞ, ବହୁ ଭକ୍ତଙ୍କ ସମାଗମ

December 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ନିକଟସ୍ଥ ବେତୁଲି ଗ୍ରାମରେ ଚାଲିଥିବା ଅଷ୍ଟପ୍ରହରୀ ନାମଯଜ୍ଞ ଆଜି ଶେଷ ହୋଇଛି। ଆଜି ଭୋରରୁ ନାମଜପ ଶେଷ ହେବା ପରେ ନଗର କୀର୍ତ୍ତନ ପରିବେଷଣ କରାଯାଇଥିଲା। ଏଥିରେ ଗ୍ରାମ କଳାକାରମାନେ ବିଭିନ୍ନ ବେଶ ହୋଇ ନଗର ପରିକ୍ରମା କରିଥିଲେ। ଏହାପରେ କଳସ ବିସର୍ଜନ କରାଯାଇଥିଲା। ଏହି ଉପଲକ୍ଷେ ବେତୁଲି ଗ୍ରାମ ତରଫରୁ ହଜାର ହଜାର ଭକ୍ତଙ୍କୁ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଥିଲା।

ଗତ ଶନିବାରଠାରୁ ଏହି ଅଷ୍ଟପ୍ରହରୀ ନାମ ଯଜ୍ଞ ଆରମ୍ଭ କରାଯାଇଥିଲା। ସେଦିନ ଅଧିବାସ କରାଯାଇ ଭୋରରୁ ନାମ ଧରାଯାଇଥିଲା। ଏଥିରେ ବେତୁଲି ଗ୍ରାମର ସଙ୍କୀର୍ତ୍ତନ ଦଳ ସହିତ ମୋଟ ୫ ଟି ଦଳ ନାମ ସଂକୀର୍ତ୍ତିନ ପରିବେଷଣ କରିଥିଲେ। ବେତୁଲି ଗ୍ରାମରେ ଦୀର୍ଘ ବର୍ଷ ଧରି ଏହି ଅଷ୍ଟପ୍ରହରୀ ନାମଯଜ୍ଞ କରାଯାଇ ଆସୁଛି।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଆରଏସଏସ ତରଫରୁ ବାଣପୁରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ

August 27, 2026

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026
Latest News

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ୱାମୀଙ୍କ ଆତ୍ମହତ୍ୟା

August 27, 2026

କୋର୍ଟରେ ହାଜର ପାଇଁ କଟକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

August 27, 2026

ଦ୍ୱାଦଶ ଦିବସରେ ଶିକ୍ଷକ ସମାଜର ଅହୋରାତ୍ର ଧାରଣା

August 27, 2026

ଦାନବୀର: ଗ୍ରାମ ପଞ୍ଚାୟତର ଡିଜିଟାଲ୍ ଭିତ୍ତିଭୂମି ସୁଦୃଢ଼ ପାଇଁ ଜନସହଭାଗିତାକୁ ଆହ୍ୱାନ

August 27, 2026

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ: ବାଲୁଗାଁ-ବାଣପୁର ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.