Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ଅବସରରେ ଆଇନ ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଣପୁର: ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ଅବସରରେ ଆଇନ ସଚେତନତା କାର୍ଯ୍ୟକ୍ରମ

December 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ଅବସରରେ ଆଜି ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିବା ବେଳେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସ୍ନାତକୀ ଦାସ, ମେଡିକାଲ ଅଧିକାରୀ ଡ଼ା ରମାକାନ୍ତ ନାୟକ, ଡ଼ା ପ୍ରଦୀପ୍ତ କୁମାର ନାୟକ ଅତିଥିଭାବେ ଯୋଗ ଦେଇଥିଲେ।

ଏହି ଅବସରରେ ବିଚାରପତି ଶ୍ରୀ ମହାପାତ୍ର ଦିବ୍ୟାଙ୍ଗ ମାନଙ୍କ ପାଇଁ ଥିବା ସ୍ଵତନ୍ତ୍ର ଆଇନ ବିଷୟ ରେ ଆଲୋଚନା କରିବା ସହିତ ଦିବ୍ୟାଙ୍ଗମାନେ ଆଇନ ସେବା ପ୍ରାଧିକରଣ ଅଧିନିୟମ ଅନୁଯାୟୀ ମାଗଣା ଆଇନ ସେବା ପାଇବା ପାଇଁ ହକଦାର ବୋଲି ମତ ପ୍ରକାଶ କରିଥିଲେ। ଦିବ୍ୟାଙ୍ଗ ମାନଙ୍କୁ ଉପଯୁକ୍ତ ସମ୍ମାନ ଦିଆଯିବା ସହ ସମାନ ଅଧିକାର ଦିଆଯିବ।  ଶିକ୍ଷାନୁଷ୍ଠାନ ରେ ସମାନ ସୁବିଧା ସୁଯୋଗ ଦିଆଯିବା ସହ ବିଭିନ୍ନ ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବାର ପ୍ରାବଧାନ ଥିବା ଅତିଥିମାନେ କହିଥିଲେ।

ଆଇନ ସଚେତନତା ତାଲୁକ ଆଇନ ସେବା ସମିତି ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ଅଗ୍ନି ବିପନ୍ନଙ୍କୁ ରେଡ଼କ୍ରସ ପକ୍ଷରୁ ସହାୟତା

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026
Latest News

ଓଡିଶା ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ସରକାରଙ୍କ ତରଫରୁ ବ୍ୟାପକ ପ୍ରସ୍ତୁତି, ବସିଲା ସୁରକ୍ଷା ବୈଠକ

June 13, 2026

ରଜ ଉତ୍ସବ ପାଇଁ ରବିନ୍ଦ୍ର ମଣ୍ଡପରେ ମଶାଲ ତରଫରୁ ରଂଗାରଂଗ କାର୍ଯ୍ୟକ୍ରମ

June 13, 2026

୨୫ ଓଭର ଖେଳାଯିବ ପ୍ରଥମ ଦିନିକିଆ: ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଭାରତ

June 13, 2026

ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ ଅପଡେଟ: ଏବେ ୨୦-୨୦ ଓଭର ମ୍ୟାଚ୍ କୁ ଅପେକ୍ଷା

June 13, 2026

ଦେଶର ନୂତନ ସେନା ମୁଖ୍ୟ ହେବେ ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.