Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ଅବସରରେ ଆଇନ ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଣପୁର: ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ଅବସରରେ ଆଇନ ସଚେତନତା କାର୍ଯ୍ୟକ୍ରମ

December 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ଅବସରରେ ଆଜି ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିବା ବେଳେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସ୍ନାତକୀ ଦାସ, ମେଡିକାଲ ଅଧିକାରୀ ଡ଼ା ରମାକାନ୍ତ ନାୟକ, ଡ଼ା ପ୍ରଦୀପ୍ତ କୁମାର ନାୟକ ଅତିଥିଭାବେ ଯୋଗ ଦେଇଥିଲେ।

ଏହି ଅବସରରେ ବିଚାରପତି ଶ୍ରୀ ମହାପାତ୍ର ଦିବ୍ୟାଙ୍ଗ ମାନଙ୍କ ପାଇଁ ଥିବା ସ୍ଵତନ୍ତ୍ର ଆଇନ ବିଷୟ ରେ ଆଲୋଚନା କରିବା ସହିତ ଦିବ୍ୟାଙ୍ଗମାନେ ଆଇନ ସେବା ପ୍ରାଧିକରଣ ଅଧିନିୟମ ଅନୁଯାୟୀ ମାଗଣା ଆଇନ ସେବା ପାଇବା ପାଇଁ ହକଦାର ବୋଲି ମତ ପ୍ରକାଶ କରିଥିଲେ। ଦିବ୍ୟାଙ୍ଗ ମାନଙ୍କୁ ଉପଯୁକ୍ତ ସମ୍ମାନ ଦିଆଯିବା ସହ ସମାନ ଅଧିକାର ଦିଆଯିବ।  ଶିକ୍ଷାନୁଷ୍ଠାନ ରେ ସମାନ ସୁବିଧା ସୁଯୋଗ ଦିଆଯିବା ସହ ବିଭିନ୍ନ ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବାର ପ୍ରାବଧାନ ଥିବା ଅତିଥିମାନେ କହିଥିଲେ।

BJP Ads
ଆଇନ ସଚେତନତା ତାଲୁକ ଆଇନ ସେବା ସମିତି ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଏଏସ ଶୁଭ୍ରା ପଣ୍ଡା ହେଲେ ନାକଟିଦେଉଳ ବ୍ଲକ ବିଡ଼ିଓ

November 6, 2025

ଚିଲିକା ବୋଇତ ବନ୍ଦାଣ ଉତ୍ସବ ମଞ୍ଚରେ କବିତା ପାଠୋତ୍ସବ

November 4, 2025

ବାଣପୁର: ସମାଜସେବୀ ଡ଼ା ରାଧାଚରଣ ପଣ୍ଡାଙ୍କ ୫୧ତମ ଶ୍ରାଦ୍ଧୋତ୍ସବ

November 4, 2025

ବାପୁଜୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସଫେଇ ଓ ବୃକ୍ଷ ରୋପଣ

November 3, 2025
Jindal Ads
BJP Ads
Latest News

CM in Nuapada: ନୂଆପଡା ଉପନିର୍ବାଚନ ପ୍ରଚାରରେ ଗର୍ଜିଲେ ମୁଖ୍ୟମନ୍ତ୍ରୀ , ନବୀନଙ୍କୁ ସିଧା ଟାର୍ଗେଟ

November 6, 2025

ସିପିଗ୍ରାମ୍ସ ପୋର୍ଟାଲରେ ଅଭିଯୋଗର ମିଳିଲା ସୁଫଳ: ନଳକୂପ ସମସ୍ୟାର ହେଲା ସମାଧାନ

November 6, 2025

ନୂଆପଡାରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ, ବିଜେଡି ଓ କଂଗ୍ରେସକୁ କଲେ ଟାର୍ଗେଟ

November 6, 2025

ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ଭାରତୀୟ ମହିଳା କ୍ରିକେଟ ଦଳର ସଦସ୍ୟ

November 6, 2025

ସେବାରେ ନିୟୋଜିତ ହେଲା ଭାରତୀୟ ନୌସେନାର ନୂତନ ସର୍ଭେକ୍ଷଣ ଜାହାଜ “ଇକ୍ଷକ”

November 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.