Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ୧୧୭ ଲିଟର ଦେଶୀମଦ ଜବତ, ଦୁଇ ଗିରଫ
ଆଞ୍ଚଳିକ

ଚିଲିକା: ୧୧୭ ଲିଟର ଦେଶୀମଦ ଜବତ, ଦୁଇ ଗିରଫ

December 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ ଓ ଟାଙ୍ଗୀ ରେଞ୍ଜ ଅବକାରୀ ଅଧିକାରୀ ରାଧାକାନ୍ତ ଭୋଇଙ୍କ ନିର୍ଦ୍ଦେଶ କ୍ରମେ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲିଙ୍କ ନେତୃତ୍ୱରେ ବାଲୁଗାଁ, ବାଣପୁର, ନାଚୁଣି ଥାନା ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ୧୧୭ ଲିଟର ଦେଶୀମଦ ଜବତ ହୋଇଥିବା ବେଳେ ଦୁଇ ଜଣ ଚୋରା ମଦ ବେପାରୀଙ୍କୁ ଗିରଫ ସହିତ ଏକ ବାଇକ ଜବତ ହୋଇଛି। ଅଭିଯୁକ୍ତ ମାନେ ହେଲେ ସୁନଖଳା ଗ୍ରାମର ଶ୍ୱେତ ବେହେରାଙ୍କ ନିକଟରୁ ୯ ଲିଟର ଓ ଭୁସକା ପଡା ଗ୍ରାମର ଗୌରୀ ଶଙ୍କର ମହାନ୍ତିଙ୍କ ନିକଟରୁ ୧୦୮ ଲିଟର ଦେଶୀ ମଦ ଜବତ କରାଯାଇଛି।

ଅଭିଯୁକ୍ତଙ୍କ ବିରୁଦ୍ଧରେ ପୃଥକ ଭାବେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ବାଲୁଗାଁ ଅବକାରୀ ଅଧିକାରୀ ଶ୍ରୀ ମୁଦୁଲି ସୂଚନା ଦେଇଛନ୍ତି। ଉକ୍ତ ଚଢ଼ାଉରେ ବାଲୁଗାଁ ଅବକାରୀ ଅଧିକାରୀ ଶ୍ରୀ ମୁଦୁଲିଙ୍କ ସମେତ ଏଏସଆଇ ସଞ୍ଜୟ କୁମାର ମୁଦୁଲି, କନେଷ୍ଟବଳ ଆଶୀଷ କୁମାର ପ୍ରଧାନ, ଚିନ୍ମୟୀ ଦାସ, ତୁଷାର ଚମ୍ପତି, କାଳୁ ପ୍ରଧାନ ପ୍ରମୁଖ ସାମିଲ ଥିଲେ।

ଚିଲିକା ଦୁଇ ଗିରଫ ଦେଶୀମଦ ଜବତ ମଦ ବେପାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

ବାଣପୁରରେ ନିରନ୍ତର ଅଭିବୃଦ୍ଧି ମେଳା

January 8, 2026

ଉପ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଚିଲିକା ଦେଶୀ ଡଙ୍ଗା ଚାଳନା ପ୍ରତିଯୋଗିତା ଉଦ୍ଘାଟିତ

January 6, 2026

ଭୀମ ଭୋଇ କଲେଜରେ ରକ୍ତଦାନ ଶିବିର: ୨୫ ୟୁନିଟ୍ ରକ୍ତ ସଂଗ୍ରହ

January 6, 2026
Latest News

ଜାମ୍ମୁ-କାଶ୍ମୀର ସଂକ୍ରାନ୍ତ ସୁରକ୍ଷା ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କଲେ ଅମିତ ଶାହ

January 9, 2026

ଜାନୁଆରୀ ୧୦ ଯାଏଁ ଗାନ୍ଧୀନଗରରେ ଆୟୋଜିତ ହେବ ଜାତୀୟ ଖଣିଜ ଚିନ୍ତନ ଶିବର- ୨୦୨୬

January 9, 2026

‘ସୋମନାଥ ସ୍ୱାଭିମାନ ପର୍ବ’ରେ ଅଂଶଗ୍ରହଣ ପାଇଁ ଦେଶବାସୀଙ୍କୁ ଅମିତ ଶାହଙ୍କ ନିବେଦନ

January 9, 2026

କେବେ ମିଳିବ ପରବର୍ତ୍ତୀ ସୁଭଦ୍ରା ଟଙ୍କା?: ଉପ-ମୁଖ୍ୟମନ୍ତ୍ରୀ କଲେ ଘୋଷଣା

January 9, 2026

ଆଜି ୯ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.