Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପତିତପାବନ ବାଣୀ ମନ୍ଦିର ୧୯୯୪ ବ୍ୟାଚ଼୍ ର ଦ୍ବିତୀୟ ବାର୍ଷିକ ବନ୍ଧୁ ମିଳନ
ଆଞ୍ଚଳିକ

ପତିତପାବନ ବାଣୀ ମନ୍ଦିର ୧୯୯୪ ବ୍ୟାଚ଼୍ ର ଦ୍ବିତୀୟ ବାର୍ଷିକ ବନ୍ଧୁ ମିଳନ

December 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଗମ୍ଭାରୀମୁଣ୍ଡା ସ୍ଥିତ ପତିତପାବନ ବାଣୀ ମନ୍ଦିରର ୧୯୯୪ ବ୍ୟାଚ୍ ର ଛାତ୍ରଛାତ୍ରୀ ମାନଙ୍କ ସମୂହ ପ୍ରଚ଼େଷ୍ଟାରେ ଦ୍ବିତୀୟ ବାର୍ଷିକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ୮ ଡ଼ିସେମ୍ବର ୨୦୨୪ ମସିହା ରବିବାର ଦିନ ପଙ୍କାଳ ସ୍ଥିତ ଷଷ୍ଢା ଡ୍ୟାମ୍ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅବସରରେ ବନ୍ଧୁମାନେ ବିଦ୍ୟାଳୟ ଜୀବନର ଅଭୁଲା କାହାଣୀ ମନେ ପକାଇବା ସହ ବଣଭୋଜି କରି ଆନନ୍ଦ ଉଲ୍ଲାସର ସହ ବିଶେଷ ମୂହୁର୍ତ୍ତ ଅତିବାହିତ କରିଥିଲେ। ଏକ ସବୁଜ ସୁନ୍ଦର ପରିବେଶ ପାଇଁ ବୃକ୍ଷରୋପଣ ଜରୁରୀ, ଏହାକୁ ଦୃଷ୍ଟିରେ ରଖି ସମସ୍ତେ ବୃକ୍ଷରୋପଣ କରିଥିଲେ।

ଗମ୍ଭାରୀମୁଣ୍ଡା ପତିତପାବନ ବାଣୀ ମନ୍ଦିର ବନ୍ଧୁ ମିଳନ ବାଣପୁର ବୃକ୍ଷରୋପଣ
Share. Facebook Twitter LinkedIn Email WhatsApp Copy Link

Related Posts

୪୩ ବର୍ଷ ପରେ ପୁନର୍ମିଳନ: ରଣପୁର ମହାବିଦ୍ୟାଳୟ ୧୯୯୨ ବ୍ୟାଚର ବନ୍ଧୁମିଳନ ଓ ଗୁରୁ ସମ୍ବର୍ଦ୍ଧନା ସଭା

December 31, 2025

ବାଣପୁରରୁ ୧୧ ହଜାର କେଜି ପୋଚ ସହ ୧୫୦୦ ଲିଟର ମହୁଲି ଜବତ

December 31, 2025

ରଣପୁର: ତାରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

December 27, 2025

ମନ୍ଦାକିନୀ ନୋଡାଲ ଇଉପିଏସ ସ୍କୁଲରେ ବାର୍ଷିକ ଉତ୍ସବ

December 23, 2025
Latest News

ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ବୈଠକ: ଆଗାମୀ ଦିନରେ ଆହୁରି ଭଲ କାମ କରିବାକୁ ପରାମର୍ଶ

January 1, 2026

ଖୁବ ଶୀଘ୍ର ଭୁବନେଶ୍ବର ଏମ୍ସରୁ ଡିସଚାର୍ଜ ହେବେ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର

January 1, 2026

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ତାରିଖ ଯାଏଁ ପ୍ରଦୂଷଣ ସାର୍ଟିଫିକେଟ୍ ଅବଧିରେ ହେଲା ବୃଦ୍ଧି

January 1, 2026

ଆଜି ନୂଆବର୍ଷ, କଣ ରହିଛି ଆପଣଙ୍କର ଭାଗ୍ୟରେ, ଜାଣନ୍ତୁ ବିସ୍ତୃତ ରାଶିଫଳ

January 1, 2026

ଆତଙ୍କବାଦୀ ମହମ୍ମଦ କାମରୁଜ୍ ଜମାନ ଆଜୀବନ କାରାଦଣ୍ଡରେ ଦଣ୍ଡିତ

December 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.