Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟର ୬୧ ତମ ବାର୍ଷୀକ କ୍ରୀଡା ଉତ୍ସବ ଉଦଯାପିତ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟର ୬୧ ତମ ବାର୍ଷୀକ କ୍ରୀଡା ଉତ୍ସବ ଉଦଯାପିତ

December 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ଗୋଦାବରୀଶ ମହାବିଦ୍ୟାଳୟରେ ଯୁକ୍ତ ୨ ଓ ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ଦୁଇ ଦିବସୀୟ ବାର୍ଷିକ କ୍ରୀଡା ପ୍ରତିଯୋଗିତା ମଙ୍ଗଳବାର ଦିନ ଉଦଯାପିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ବିନାୟକ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ପ୍ରତିଯୋଗିତାରେ ବିଭିନ୍ନ ବର୍ଗର କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ପ୍ରଥମ ଦିବସରେ ଛାତ୍ରଛାତ୍ରୀ ମାନେ ଦୌଡ଼ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବାବେଳେ ଦ୍ୱିତୀୟ ଦିବସରେ ଉଚ୍ଚ ଡିଆଁ, ଜାଭଲିନ୍, ଡିସ୍କସ୍ ଓ ସଟ୍ ପୁଟ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।

ଉଦଯାପନୀ ଦିବସରେ ମୁଖ୍ୟ ଅତିଥିଭାବେ ମହାବିଦ୍ୟାଳୟ ଆଲୁମନି କମିଟି ସଭାପତି ଜୀତେନ୍ଦ୍ର ଭୋଳ ଓ ସମ୍ମାନ୍ନିତ ଅତିଥିଭାବେ ସ୍ୱାମୀ ସନ୍ଦୀପନି ମହାରାଜ ଯୋଗ ଦେଇ ପିଲାମାନକୁ କ୍ରୀଡାର ଦୈନନ୍ଦିନ ଜିବନରେ ଆବଶ୍ୟକତା ପ୍ରସଙ୍ଗରେ ଉଦବୋଧନ ଦେଇଥିଲେ।

ମହାବିଦ୍ୟାଳୟର ପ୍ରାଶାସନିକ ଅଧିକାରୀ ଡ଼ ଏସ୍ ପି ଏନ୍ ଏସ ବର୍ମା ମଞ୍ଚ ପରିଚାଳନା କରିଥିବା ବେଳେ ଯୁକ୍ତ ୨ କାର୍ଯ୍ୟକାରି ଅଧ୍ୟକ୍ଷ ପ୍ରଫେସର ଲକ୍ଷ୍ମୀ ପ୍ରସାଦ ମିଶ୍ର, ପୂର୍ବତନ କ୍ରୀଡା ଶିକ୍ଷକ ବୈରାଗୀ ଚରଣ ବଳ, କ୍ରୀଡ଼ା ପରିଷଦର ଉପସଭାପତି ଅଧ୍ୟାପକ ପୁଲିଂନ ବିହାରୀ ଜେନା, ଡକ୍ଟର ଗୁରୁ କିଶୋର ନାୟକ, ଅଜୟ କୁମାର ଦାସ, ଅଧ୍ୟାପିକା ଉର୍ବଶୀ ସ୍ଵାଇଁ, ଅନିତା ଗୌଡ ଓ ବିଭିନ୍ନ୍ ସ୍କୁଲ ରୁ ଆସିଥିବା କ୍ରୀଡା ଶିକ୍ଷକ ମାନେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ଯୁକ୍ତ ୩ ବାଳକ ବର୍ଗରେ ଓମ୍ ପ୍ରକାଶ ସ୍ୱାଇଁ, ଯୁକ୍ତ ୨ ବାଳକ ବର୍ଗରେ ଦେବୀ ପ୍ରସାଦ ଦାସ, ଯୁକ୍ତ ୩ ବାଳିକା ବର୍ଗରେ କୁମାରୀ ରଞ୍ଜିତା ଜେନା ଓ ଯୁକ୍ତ ୨ ବାଳିକା ବର୍ଗରେ ଶ୍ରଦ୍ଧାଞ୍ଜଳୀ ପ୍ରଧାନ ଚାମ୍ପିୟନ ହୋଇଥିଲେ।

ଉଦଯାପିତ ଗୋଦାବରୀଶ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ନାଚୁଣୀ ମହାବିଦ୍ୟାଳୟରେ ପୋଷଣ ମାସ-୨୦୨୫ କାର୍ଯ୍ୟକ୍ରମ

October 18, 2025

ବାଣପୁର: ସ୍ଵର୍ଗତ କାଗଜୀ ପାଇକରାୟଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା

October 17, 2025

ବାଲୁଗାଁ ମହାବିଦ୍ୟାଳୟରେ ପୋଷଣ ସଚେତନତା କାର୍ଯ୍ୟକ୍ରମ

October 17, 2025

ସୁରଭି ହେଉଛି ଆନ୍ତର୍ନିହିତ ଗୁଣାବଳୀ ଉନ୍ମୋଚନର ସେତୁ

October 17, 2025
Latest News

ରାଜ୍ୟ ପୋଲିସ ବୃତ୍ତିଗତ ପ୍ରତିଯୋଗିତା: ଉଦଯାପନୀ ଉତ୍ସବରେ ଯୋଗଦେଲେ ଆଇନ ମନ୍ତ୍ରୀ

October 19, 2025

‘ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ

October 19, 2025

ଇସ୍ତଫା ଦେବେ ଅଜିତ ଅଗରକର, ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା ହେବେ କି ରବି ଶାସ୍ତ୍ରୀ?

October 19, 2025

ବିପୁଳ ପରିମାଣରେ ବେଆଇନ ବାଣ ଜବତ କଲା ବାଣପୁର ପୋଲିସ

October 19, 2025

ଭାରତୀୟମାନଙ୍କୁ କାହିଁକି ବଳପୂର୍ବକ ବିତାଡ଼ିତ କରୁଛନ୍ତି କାନାଡା ସରକାର?: ପ୍ରଧାନମନ୍ତ୍ରୀଙ୍କ ବଡ଼ ଖୁଲାସା

October 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.