Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସାଇବର ସୁରକ୍ଷା ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଞ୍ଚଳିକ

ସାଇବର ସୁରକ୍ଷା ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

December 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ପକ୍ଷରୁ ରଘୁନାଥପୁର ଗ୍ରାମ ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ସାଇବର ସୁରକ୍ଷା ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ପ୍ରୋବେସେନାରୀ ଆଇପିଏସ ଅଧିକାରୀଣୀ ମନୀଷା ସୌଗୁଣ, ଛତ୍ରପୁର ଏସଡିପିଓ ଗୌରହରୀ ସାହୁ, ଥାନା ଅଧିକାରିଣୀ ଦୀପିକା ଦେବୀ ରାୟ, ଏସ ଆଇ ଅଭଜିତ ସାମଲ, ଜଗନ୍ନାଥ ପୁର ବିଟ ହାଉସ ଅଧିକାରୀ ଅରୁଣ କୁମାର ରାଉତ, ନରେନ୍ଦ୍ର ପୁର ଗ୍ରାମ ପଂଚାୟତର ପୂର୍ବତନ ସମିତି ସଭ୍ୟ ଜ୍ୟୋତି ରଞ୍ଜନ ସାହୁ, ରାମା ରାଓ, ବ୍ରଜ ମହାରଣାଙ୍କ ସମେତ ଅନ୍ୟାନ୍ୟ ଭଦ୍ର ବ୍ୟକ୍ତି ମାନେ ଉପସ୍ଥିତ ଥିଲେ।

ସାଧାରଣ ଲୋକ କିପରି ଭାବରେ ସାଇବର ଠକେଇର ଶିକାର ହେବେ ନାହଁ, ମୋବାଇଲରେ କୌଣସି ଅପରିଚିତ ବ୍ୟକ୍ତିକୁ ନିଜର ଆକାଉଣ୍ଟ ନମ୍ବର ନଦେବା ପାଇଁ, ସାଇବର ଠକାମୀର ଶିକାର ହେଲେ ସାଙ୍ଗେ ସାଙ୍ଗେ ପୋଲିସ କିମ୍ବା ଟୋଲ ଫ୍ରୀ ନମ୍ବରରେ କଲ୍ କରିବା ପାଇଁ ଲୋକଙ୍କୁ ସଚେତନତା କରିଥିଲେ।

ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ସଚେତନତା କାର୍ଯ୍ୟକ୍ରମ ସାଇବର ସୁରକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.