Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚ଼ିଲିକା: ପଞ୍ଚାୟତ ସମିତି ସାଧାରଣ ଅଧିବେଶନ
ଆଞ୍ଚଳିକ

ଚ଼ିଲିକା: ପଞ୍ଚାୟତ ସମିତି ସାଧାରଣ ଅଧିବେଶନ

December 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚ଼ିଲିକା: ଆଜି ଅପରାହ୍ନରେ ଚ଼ିଲିକା ବ୍ଲକ ସଭାଗୃହରେ ପଞ୍ଚାୟତ ସମିତି ପଞ୍ଚମ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଚ଼ିଲିକା ବିଧାୟକ ତଥା ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗଦେଇ ଶିକ୍ଷା ବିଭାଗ, ସ୍ବାସ୍ଥ୍ୟ ବିଭାଗ, କୃଷି ବିଭାଗ, ଜଳ ଯୋଗାଣ ଓ ପରିମଳ ବିଭାଗ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ, ମନରେଗା ଓ ବ୍ଲକ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ।

ଏହି ବୈଠକରେ ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋତ୍ସ୍ନା ରାଣୀ ବେହେରା, ଉପାଧ୍ୟକ୍ଷ ଅରୁଣ କୁମାର ପଟ୍ଟନାୟକ, ଚ଼ିଲିକା ତହସିଲଦାର କାହ୍ନୁ ଚରଣ ଘଡେଇ, ବିଡ଼ିଓ ହଳଧର ଶବର, ଜିଲ୍ଲାପରିଷଦ ସଦସ୍ୟା, ସରପଞ୍ଚ, ସମିତି ସଭ୍ୟଙ୍କ ସମେତ ବ୍ଲକ ଓ ପଞ୍ଚାୟତ ଅଧିକାରୀମାନେ ଉପସ୍ଥିତ ଥିଲେ।

ଚିଲିକା ପୃଥ୍ୱୀରାଜ ହରିଚନ୍ଦନ ସାଧାରଣ ଅଧିବେଶନ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026
Latest News

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026

ସହରାଞ୍ଚଳ ପରିମଳ ବ୍ୟବସ୍ଥାର ସୁଦୃଢୀକରଣ ପାଇଁ ତ୍ରିପାକ୍ଷିକ ବୁଝାମଣା ସ୍ବାକ୍ଷରିତ

February 4, 2026

ମଣିପୁର ବିଜେପି ବିଧାୟକ ଦଳର ନେତା ହେଲେ ୟୁମନାମ୍ ଖେମଚାନ୍ଦ ସିଂହ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.