Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି ବୈଠକ
ଆଞ୍ଚଳିକ

ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି ବୈଠକ

December 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଆଜି ପୂର୍ବାହ୍ନରେ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସଭା ଗୃହରେ ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସଂଗ୍ରାମ କେଶରୀ ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଅନ୍ୟ ପ୍ରମୁଖ ଅତିଥି ଭାବେ ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋତ୍ସ୍ନା ବେହେରା, ବିଜେପି ଜିଲ୍ଲା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ, ବିଡ଼ିଓ ହଳଧର ଶବର, ବାଲୁଗାଁ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ, ପିଏଚଡି କନିଷ୍ଠ ଯନ୍ତ୍ରୀ ପ୍ରଦ୍ୟୁମ୍ନ କୁମାର ମଲ୍ଲିକ, ପିଡବ୍ଲୁଡି ଏସଡିଓ ସନ୍ତୋଷ କୁମାର ସାହୁ, ଏଏମଓ ଡ଼.ବିଦ୍ୟା ପଟ୍ଟନାୟକ, ବିଡ଼ିଏମ ସୁଜାତା ଦାସ, ବିପିଏମ ଆରତୀ ଦାସ, ଏନଏଚଏମ ଜେଇ ବିଶ୍ୱନାଥ ବେହେରା, ଏଇ ସମରେନ୍ଦ୍ର କୁମାର ସାମନ୍ତରାୟ, ବିଏଏନ ସନ୍ତୋଷ କୁମାର ରାମ, ରୋଗୀ କଲ୍ୟାଣ ସମିତି ସଦସ୍ୟଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ।

ଅନୁଷ୍ଠିତ ବୈଠକରେ ସ୍ୱାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମି ବିକାଶ, ରୋଗୀଙ୍କୁ ଉତ୍ତମ ସେବା, ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱାରୋପ, ପାନୀୟଜଳ, ଆଲୋକୀକରଣ, ରୋଗୀ କଲ୍ୟାଣ ସମିତିକୁ ପ୍ରତିବର୍ଷ ଆସୁଥିବା ଅନୁଦାନକୁ ସଠିକ ଭାବେ ବିନିଯୋଗ କରିବା ନେଇ ଆଲୋଚନା କରାଯାଇଥିଲା। ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ୧୬ ଶଯ୍ୟା ବିଶିଷ୍ଟ ରହିଥିବାବେଳେ ପୁରୁଷ ଓ ମହିଳାଙ୍କ ନିମିତ୍ତ ଗୋଟିଏ ୱାର୍ଡ ରହିଛି। ମାତ୍ର ଏହି ସ୍ୱାସ୍ଥ୍ୟ କେନ୍ଦ୍ର ଚିଲିକା ବ୍ଲକର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା ସାଙ୍ଗକୁ ଦୈନନ୍ଦିନ ଆଖପାଖ ଅଞ୍ଚଳର ଶହ ଶହ ରୋଗୀ ଚିକିତ୍ସା ପାଇଁ ଆସୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଆବଶ୍ୟକ ଅନୁଯାୟୀ ଏହାର ବିକାଶ ଦିଗରେ ବିହିତ ପଦକ୍ଷେପ ଗ୍ରହଣ କରିବା ନେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି।

ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରୋଗୀ କଲ୍ୟାଣ ସମିତି
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ସେବା ଯୋଜନା ପକ୍ଷରୁ ପୋଷ୍ୟଗ୍ରାମରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଆୟୋଜିତ

November 11, 2025

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025

ବାଲୁଗାଁରେ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ଯୁବ ସମ୍ମିଳନୀ ଅନୁଷ୍ଠିତ

November 9, 2025

ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ: ବାଣପୁରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

November 7, 2025
Latest News

Children Festival Suravi ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଯୋଗ ଦେଲେ ୨୦୦୦ରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀ

November 12, 2025

କର୍ଣ୍ଣାଟକରେ ରାସ୍ତାକୁ ଓହ୍ଲାଇଲେ ଆଖୁ ଚାଷୀ: ସରକାରଙ୍କ ବିରୁଦ୍ଧରେ ଦେଲେ ସ୍ଲୋଗାନ

November 12, 2025

ICC ODI Ranking: ଖସିଲେ ବାବର ଆଜମ, ଉପରକୁ ଉଠିଲେ ବିରାଟ କୋହଲି

November 12, 2025

IND-SA T20 Match Preparation: ବାରବାଟୀରେ ହେବାକୁ ଥିବା ମ୍ୟାଚ୍ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

November 12, 2025

SIP Inflows: ବଜାର ଅସ୍ଥିରତା ସତ୍ବେ ବୃଦ୍ଧି ପାଇଲା ଏସଆଇପି ଜମା, ଜାଣନ୍ତୁ କେତେ

November 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.