Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ୧୦୮ ଲିଟର ଚୋରା ମଦ ଜବତ, ତିନି ଗିରଫ
ଆଞ୍ଚଳିକ

ବାଲୁଗାଁ: ୧୦୮ ଲିଟର ଚୋରା ମଦ ଜବତ, ତିନି ଗିରଫ

December 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ ଓ ଟାଙ୍ଗୀ ରେଞ୍ଜ ଅବକାରୀ ନିରୀକ୍ଷକ ରାଧାକାନ୍ତ ଭୋଇଙ୍କ ନିର୍ଦ୍ଦେଶକ୍ରମେ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲି ଓ ଟାଙ୍ଗୀ ଅବକାରୀ ଅଧିକାରୀ ଅମରେନ୍ଦ୍ର ଶତପଥିଙ୍କ ନେତୃତ୍ୱରେ ବାଲୁଗାଁ, ବାଣପୁର, ନାଚୁଣି ଥାନା ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ଗମ୍ଭାରୀମୁଣ୍ଡା ଗ୍ରାମର ସ୍ୱସ୍ତିକ ରଞ୍ଜନ ପ୍ରଧାନଙ୍କ(୪୩) ନିକଟରୁ ୭୫ ବୋତଲ ଆସ୍କା-୪୦ ଓ ୨୯ ବୋତଲ ବିଦେଶୀ ମଦ (୨୦.୨୨୦ ଲିଟର), ନାଚୁଣି ଥାନା ଅନ୍ତର୍ଗତ ଲୋକିପୁର ଗ୍ରାମର ରାମ ବେହେରାଙ୍କ (୬୦) ନିକଟରୁ ୨୮ ଲିଟର ଦେଶୀମଦ ଏବଂ କନ୍ଧଆମ୍ବଝର ଟାଙ୍ଗୀ ସାହିର ସୁକାନ୍ତ ମଲ୍ଲଙ୍କ (୫୩) ନିକଟରୁ ୬୦ ଲିଟର ଦେଶୀମଦ ଜବତ ହୋଇଥିବା ବେଳେ ସମସ୍ତ ଚୋରା ମଦ ବେପାରୀଙ୍କୁ ଗିରଫ କରାଯାଇଛି।

ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବାଲୁଗାଁ ଅବକାରୀ ଅଧିକାରୀ ଶ୍ରୀ ମୁଦୁଲି ସୂଚନା ଦେଇଛନ୍ତି। ଉକ୍ତ ଚଢ଼ାଉରେ ବାଲୁଗାଁ ଅବକାରୀ ଏଏସଆଇ ସଞ୍ଜୟ କୁମାର ମୁଦୁଲି, କନେଷ୍ଟବଳ ଅଶେଷ କୁମାର ପ୍ରଧାନ, ଚିନ୍ମୟୀ ଦାଶ, ତୁଷାରକାନ୍ତ ଚମ୍ପତି, ଗଣେଷ ପ୍ରଧାନ ପ୍ରମୁଖ ସାମିଲ ଥିଲେ।

ଚୋରା ମଦ ଜବତ ତିନି ଗିରଫ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ କଲେଜ ଦ୍ବାରା ଆୟୋଜିତ ପୂଜା ସ୍ୱତନ୍ତ୍ର ଶିବିର ଉଦଯାପିତ

October 5, 2025

ଟାଙ୍ଗୀ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 5, 2025

ସମ୍ବଲପୁର ରେଢାଖୋଲରେ ୯ତମ ରାବଣ ପୋଡି ମହୋତ୍ସବ ଅନୁଷ୍ଠିତ

October 3, 2025

ବାଲୁଗାଁ ବ୍ୟବସାୟୀଙ୍କୁ ଅପହରଣ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ: ୫ ଅଭିଯୁକ୍ତ ଗିରଫ

September 28, 2025
Latest News

କେବେ ଅନୁଷ୍ଠିତ ହେବ ବିହାର ବିଧାନସଭା ନିର୍ବାଚନ?: ସବୁ କିଛି ସ୍ପଷ୍ଟ କଲେ ସିଇସି ଜ୍ଞାନେଶ କୁମାର

October 5, 2025

ନିଆଁଖୁଣ୍ଟା ଗୋଦାବରୀଶ ମହାପାତ୍ରଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହ

October 5, 2025

ଦାର୍ଜିଲିଂ ଭୂସ୍ଖଳନ: ଏପର୍ଯ୍ୟନ୍ତ ୧୭ ମୃତ, ଉଦ୍ଧାର କାର୍ଯ୍ୟ ଜାରି

October 5, 2025

ପୁନରୁଦ୍ଧାର ହେବ ଭାଗବତ ଟୁଙ୍ଗି, ଘରେ ଘରେ ପହଞ୍ଚିବ ଭାଗବତ: ମୁଖ୍ୟମନ୍ତ୍ରୀ

October 5, 2025

“ପାକିସ୍ତାନର ବଦଳିଯିବ ଇତିହାସ ଏବଂ ଭୂଗୋଳ,”: ରାଜନାଥ ସିଂହଙ୍କ ପାକିସ୍ତାନକୁ ଚେତାବନୀ

October 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.