Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବୋଲଗଡ଼ ବ୍ଲକ୍ ରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ
ଆଞ୍ଚଳିକ

ବୋଲଗଡ଼ ବ୍ଲକ୍ ରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

December 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ବୋଲଗଡ଼ ବ୍ଲକ ଅନ୍ତର୍ଗତ ସାଗର ଗାଁ ପଞ୍ଚାୟତରେ ଜିଲ୍ଲାପାଳ ଖୋର୍ଦ୍ଧାଙ୍କ ଅଧ୍ୟକ୍ଷତାରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି। ମୋଟ ୨୨୯ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୨୦୬ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୧୪ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା।

ଉକ୍ତ ଅଭିଯୋଗମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୦୪ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ୩ ଜଣ ହିତାଧିକାରୀଙ୍କୁ ଯଥା କ୍ରମେ ୧୫,୦୦୦/-,୧୦,୦୦୦/- ଏବଂ ୫୦୦୦/-ଟଙ୍କା ଲେଖାଏ ମୂଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ଆର୍ଥିକ ସହାୟତା ରାଶି ଏବଂ ୨ ଜଣଙ୍କୁ ୧୫,୦୦୦/- ୩୦୦୦/- ଟଙ୍କା ଲେଖାଏଁ ରେଡକ୍ରସ ପାଣ୍ଠିରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି ।

ଆଜିର ମିଳିତ ଜନଶୁଣାଣି ଅବସରରେ ଆରକ୍ଷୀ ଅଧିକ୍ଷକ ସାଗରିକା ନାଥ,
ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରତାପ ଚନ୍ଦ୍ର ବେଉରା, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଉପ-ଜିଲ୍ଲାପାଳ ଦୀପ୍ତି ରଞ୍ଜନସେଠୀ, ସି ଡ଼ି ଏମ୍ଓ, ଡେପୁଟି କଲେକ୍ଟର ଶ୍ରୀତପା ମିଶ୍ର ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ମିଳିତ ଜନ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପି ସେବାପକ୍ଷ ଉପଲକ୍ଷେ ବାଣପୁରରେ ରକ୍ତଦାନ ଶିବିର

September 26, 2025

ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ, ସ୍ୱାସ୍ଥ୍ୟ ଯାଞ୍ଚ କଲେ ୨୧୮ ପୁରୁଷ ଓ ମହିଳା

September 24, 2025

ଡ‌ଇଁଚା ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୃକ୍ଷ ରୋପଣ

September 24, 2025

ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର

September 24, 2025
Latest News

ନବରାତ୍ରିରେ ସୁନା କିଣିବା କଷ୍ଟକର!: ସର୍ବକାଳୀନ ଉଚ୍ଚ ସ୍ତରରେ ପହଞ୍ଚିଲା ସୁନାର ମୂଲ୍ୟ

September 27, 2025

ସେପଟେ ରୋଡ୍ ଶୋ କାର୍ଯ୍ୟକ୍ରମ ପୂର୍ବରୁ ହଠାତ ସଭାସ୍ଥଳରେ ପହଞ୍ଚିଲେ ମୋଦୀ!: କିନ୍ତୁ ତାପରେ…..

September 27, 2025

“ଓସାମା ବିନ୍ ଲାଡେନଙ୍କୁ ଲୁଚାଇ ରଖିଥିବା ଦେଶ ଏବେ…”: ଜାତିସଂଘରେ ପାକିସ୍ତାନକୁ ଭାରତର କଡା ଜବାବ  

September 27, 2025

ବାଣପୁର ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା, ଜଣେ ମୃତ, ୫ ଆହତ

September 27, 2025

ଝାରସୁଗୁଡାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିମାନବନ୍ଦରରେ ଭବ୍ୟ ସ୍ବାଗତ

September 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.