Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ: ଜରାଶ୍ରମରେ ଶୀତବସ୍ତ୍ର ବଣ୍ଟନ
ଆଞ୍ଚଳିକ

ଟାଙ୍ଗୀ: ଜରାଶ୍ରମରେ ଶୀତବସ୍ତ୍ର ବଣ୍ଟନ

December 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ଅଧିନସ୍ଥ ମଙ୍ଗଳାଯୋଡି ଜରାଶ୍ରମରେ ୪୦ ଜଣ ଅନ୍ତେବାସୀଙ୍କୁ ଶୀତରୁ ରକ୍ଷା ପାଇବା ପାଇଁ କମ୍ବଳ ବଣ୍ଟନ କରାଯାଇଥିବା ଜଣାପଡିଛି।  କନ୍ଧନୟାଗଡସ୍ଥିତ ବଦାନ୍ୟ ବ୍ୟକ୍ତି ସନ୍ତୋଷ ଚ୍ୟାଉ ପଟ୍ଟନାୟକଙ୍କ ସମେତ ତାଙ୍କ ପରିବାରର ସଂଗୀତା ଦେବ, ସାନଭି ଚ୍ୟାଉ ପଟ୍ଟନାୟକ ଓ ସିମ୍ରନ ଚ୍ୟାଉ ପଟ୍ଟନାୟକ ପ୍ରମୂଖ ଉପସ୍ଥିତ ରହି ଏହି ଶୀତ ବସ୍ତ୍ର ବଣ୍ଟନ କରିଥିବା ଜଣାପଡିଛି। ଏହି ମହତ କାର୍ଯ୍ୟକୁ ଅନ୍ତେବାସୀ ଖୁସି ବ୍ୟକ୍ତ କରିବା ସହ ଚ୍ୟାଉ ପଟ୍ଟନାୟକ ପରିବାରକୁ ଶୁଭକାମନା ଜଣାଇଛନ୍ତି।

ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

April 30, 2026

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026
Latest News

ଇରାନର ଡ୍ରୋନ୍ ଆକ୍ରମଣରେ ତିନି ଭାରତୀୟ ଆହତ: ଭାରତର ଚେତାବନୀ, ନିନ୍ଦା କଲେ ପ୍ରଧାନମନ୍ତ୍ରୀ

May 5, 2026

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026

ମାତ୍ର ଗୋଟିଏ ଭୋଟ ବି ଭାଗ୍ୟ ବଦଳାଇ ଦିଏ

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.