Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀରୁ ଚୋରା ଦେଶୀ ମହୁଲି ମଦ ଜବତ: ମହିଳାଙ୍କ ସମେତ ୩ ଗିରଫ
ଆଞ୍ଚଳିକ

ନାଚୁଣୀରୁ ଚୋରା ଦେଶୀ ମହୁଲି ମଦ ଜବତ: ମହିଳାଙ୍କ ସମେତ ୩ ଗିରଫ

December 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନାଚୁଣୀ: ଆଜି ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶକ୍ରମେ ଟାଙ୍ଗୀ ରେଞ୍ଜ ଅବକାରୀ ନିରୀକ୍ଷକ ରାଧାକାନ୍ତ ଭୋଇଙ୍କ ତତ୍ୱାବଧାନରେ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲି ଓ ମୋବାଇଲ ଏସଆଇ ସୁଜିତ କୁମାର ନାଗଙ୍କ ନେତୃତ୍ୱରେ ନାଚୁଣୀ ଥାନା ଅନ୍ତର୍ଗତ କନ୍ଧ ଆମ୍ବଝର ଗ୍ରାମରେ ଚଢ଼ାଉ କରାଯାଇ ଦୁଇ ପୁରୁଷ ସମେତ ଜଣେ ମହିଳା ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ କଣ୍ଡୁରୀ ସ୍ୱାଇଁ (୬୭), ସତ୍ୟବାଦୀ ପ୍ରଧାନ (୫୬) ଏବଂ ବୁଧି ପ୍ରଧାନ (୪୫)।

ସେମାନଙ୍କ ନିକଟରୁ ୫୧୦ ଲିଟର ଚୋରା ଦେଶୀ ମହୁଲି ମଦ ଜବତ ହୋଇଛି।  ଅଭିଯୁକ୍ତମାନେ କନ୍ଧ ଆମ୍ବଝର ଜଙ୍ଗଲ ମଧ୍ୟରେ ଦେଶୀ ମହୁଲି ମଦ ରାନ୍ଧୁଥିବା ବେଳେ ଅବକାରୀ ବିଭାଗ ଚଢ଼ାଉ କରିଥିଲା। ସମସ୍ତ ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଛି।

ଦେଶୀ ମହୁଲି ନାଚୁଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026
Latest News

କେରଳରେ ବିଜୟନ ସରକାର ହ୍ୟାଟ୍ରିକ୍ କରିବ ନା ହାର ମାନିବ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୫ଟା ସୁଦ୍ଧା ୮୯.୯୯ ପ୍ରତିଶତ ମତଦାନ

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୭୮.୬୮ ପ୍ରତିଶତ

April 29, 2026

ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ

April 29, 2026

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.