Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଦୋକାନ ଘର ତାଲା ଭାଙ୍ଗି କମ୍ପୁଟର ସହ ଟଙ୍କା ଚୋରି
ଆଞ୍ଚଳିକ

ବାଣପୁର: ଦୋକାନ ଘର ତାଲା ଭାଙ୍ଗି କମ୍ପୁଟର ସହ ଟଙ୍କା ଚୋରି

December 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଦୁଇମାସ ହେବ ନୂଆ କରି ଏକ ଭେରାଇଟି ଦୋକାନରୁ ଦୁର୍ବୁତ୍ତ ମାନେ ତାଲା ଭାଙ୍ଗି କମ୍ପୁଟର ସହ ବିଭିନ୍ନ ସାମଗ୍ରୀ ଚୋରି ହୋଇଥିବା ବାଣପୁର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ ବାଣପୁର ଥାନା ଅନ୍ତର୍ଗତ ଅଚ୍ୟୁତ ରାଜପୁର ଛକରେ ଶ୍ରୀକୃଷ୍ଣ ସ୍ୱରୂପ ବେଦମତା ନୂତନକରି ଦୁଇଟି ଦୋକାନ ଭଡା ସୂତ୍ରରେ ନେଇ ଏକ ଭେରାଇଟି ଷ୍ଟୋର ଖୋଲିଥିଲେ।

ସବୁଦିନ ଭଳି ଦୋକାନ ବନ୍ଦ କରି ଗତକାଲି ଘରକୁ ଯାଇଥିବା ବେଳେ କୌଣସି ଦୁର୍ବୃତ୍ତ ଦୁଇଟି ଯାକ ଦୋକାନର ତାଲା ଭାଙ୍ଗି କମ୍ପୁଟର, ଜେରକ୍ସ ମେସିନ, ଲାମିନେଟର ସହ ନଗଦ ୧୧ ହଜାର ଟଙ୍କା ଲୁଟି ନେଇ ଯାଇଥିଲେ। ସକାଳୁ ଶ୍ରୀକୃଷ୍ଣ ଦୋକାନ ଖୋଲିବାକୁ ଆସି ତାଲା ଭଙ୍ଗା ହୋଇଥିବା ଦେଖି ଥାନାରେ ଅଭିଯୋଗ କରିଥିଲେ। ବାଣପୁର ପୋଲିସ ପହଂଚି ତଦନ୍ତ ଜାରି ରଖିଛି।

ଚୋରି ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026
Latest News

ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ୧୧ ମୃତ, ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ସହାୟତା ଘୋଷଣା

September 1, 2026

ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି ପ୍ରକ୍ରିୟା ଜାରି

September 1, 2026

ଅପରିହାର୍ଯ୍ୟ ନହେଲେ ସୁନା କିଣନ୍ତୁ ନାହିଁ, ବିଦେଶ ଭ୍ରମଣରୁ ଦୂରେଇ ରୁହନ୍ତୁ: ପ୍ରଧାନମନ୍ତ୍ରୀ

September 1, 2026

ଇଣ୍ଡିଗୋ ବିମାନର ଯାନ୍ତ୍ରିକ ତ୍ରୁଟି: ଗୋଆରେ ହେଲା ଜରୁରୀକାଳୀନ ଅବତରଣ

September 1, 2026

ଅନ୍ତର୍ଜାତୀୟ ଫୁଟବଲକୁ ଅଲବିଦା ଜଣାଇଲେ ଲିଓନେଲ ମେସି

September 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.