Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ
ଆଞ୍ଚଳିକ

ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

December 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଭାରତ ରତ୍ନ ତଥା ପୁର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଗଞ୍ଜାମ ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ସଙ୍ଗଠନ ପକ୍ଷରୁ ବୃହତ ରକ୍ତଦାନ ଶିବିରର ଆୟୋଜନ ହୋଇଛି। ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଶିବଶଙ୍କର ନାୟକଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମକୁ ରାଜ୍ୟ ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୁତି ଭୁଷଣ ଯେନା ଓ ଦିଗପହଣ୍ଡି ବିଧାୟକ ଡଃ ସିଦ୍ଧାନ୍ତ ମହାପାତ୍ର ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଆୟୋଜିତ ଶିବିରରେ ୧୪୬ ବୋତଲ ରକ୍ତ ସଂଗ୍ରହ ହୋଇଥିଲା।

ଅନୁଷ୍ଠିତ କାର୍ଯ୍ୟକ୍ରମ ଅବସରରେ ଜିଲ୍ଲା ଯୁବମୋର୍ଚ୍ଚା ଗୋଷ୍ଠୀ ଓ ରକ୍ତ ଭଣ୍ଡାର କର୍ମଚାରୀ ମାନଙ୍କୁ ମନ୍ତ୍ରୀ ଶ୍ରୀ ଯେନା ଓ ବିଧାୟକ ମହାପାତ୍ର ପ୍ରଶଂସା କରିଥିଲେ। ଆଜିର ଏହି କାର୍ଯ୍ୟକ୍ରମ ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁଚରଣ ପତି, ଯୁବମୋର୍ଚ୍ଚା ରାଜ୍ୟ ସମ୍ପାଦକ ଟୁଟୁନ୍ ପାତ୍ର, ପ୍ରଭାତ କିରଣ ଷଡ଼ଙ୍ଗୀ, ମଦନମୋହନ ପାତ୍ର ଓ ମହିଳା ନେତ୍ରୀ ବବିତା ପାତ୍ର ପ୍ରମୁଖ ଯୋଗ ଦେଇ ଆୟୋଜକ ଓ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।

ଅଟଳ ବିହାରୀ ବାଜପେୟୀ ପୁର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ରକ୍ତଦାନ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ଲକ୍ଷ୍ନୌରେ ୬୫ ଫୁଟ ଉଚ୍ଚତା ବିଶିଷ୍ଟ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

December 21, 2025

ଚକ୍ଷୁରେ ଲୁହ, ହୃଦୟରେ ଗର୍ବ: ଚାରି ଶିକ୍ଷକଙ୍କୁ ଅବସର ଓ ବିଦାୟ ସମ୍ବର୍ଦ୍ଧନା

December 20, 2025

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଏକବିଂଶ ତମ ବାର୍ଷିକ ଉତ୍ସବ

December 18, 2025

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ମେଜର ବି.କେ. ନରେନ୍ଦ୍ରଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

December 18, 2025
Latest News

ଆଜି ସୋମବାରରେ ଏହି ସାତୋଟି ରାଶି ପାଇଁ ରହିଛି ଧମାଧମ ଲାଭ, କେବେ ଚିନ୍ତା କରି ନ ଥିବେ

December 22, 2025

‘ଟାଟା ପାୱାର ଓଡିଶା ଛାଡ’ ନାରା ନେଇ ସାରା ରାଜ୍ୟରେ ବିକ୍ଷୋଭ କରିବ ରାଜ୍ୟ କଂଗ୍ରେସ

December 21, 2025

ଭୁବନେଶ୍ବରରେ ପୁଣି ଗଣଦୁଷ୍କର୍ମ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ, କହିଲେ…

December 21, 2025

ଆମୋନିଆ-ୟୁରିଆ ସାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

December 21, 2025

ମହାରାଷ୍ଟ୍ର ପୌର ନିର୍ବାଚନରେ ​​ମହାୟୁତି ମେଣ୍ଟର ବିପୁଳ ବିଜୟ: କଂଗ୍ରେସ ମେଣ୍ଟକୁ ବଡ ଝଟକା

December 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.