Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ ବ୍ଲକ୍ ର କମାଗୁରୁ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ
ଆଞ୍ଚଳିକ

ଟାଙ୍ଗୀ ବ୍ଲକ୍ ର କମାଗୁରୁ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

December 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ତା ୩୦.୧୨..୨୦୨୪ ରିଖ ରେ ଟାଙ୍ଗୀ ବ୍ଲକ ଅନ୍ତର୍ଗତ, କମାଗୁରୁ ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳ ଖୋର୍ଦ୍ଧାଙ୍କ ଅଧ୍ୟକ୍ଷତାରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି। ମୋଟ ୩୮୦ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୩୬୫ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୮ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା।

ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୦୪ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ୨ ଜଣ ହିତାଧିକାରୀଙ୍କୁ ଯଥା କ୍ରମେ ୩୦,୦୦୦/-,୧୦,୦୦୦/-ଟଙ୍କା ଲେଖାଏ ମୂଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ଆର୍ଥିକ ସହାୟତା ରାଶି ଏବଂ ଜଣଙ୍କୁ ୧୫,୦୦୦/- ଟଙ୍କା ରେଡକ୍ରସ ପାଣ୍ଠି ରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।

ଆଜିର ମିଳିତ ଜନଶୁଣାଣି ଅବସରରେ ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରତାପ ଚନ୍ଦ୍ର ବେଉରା, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଉପ-ଜିଲ୍ଲାପାଳ ଦୀପ୍ତି ରଞ୍ଜନସେଠୀ, ଅଧ୍ୟକ୍ଷା ରେଶମା ମାନ୍ଧାତା, ଟାଙ୍ଗୀ ବ୍ଲକ ସି ଡ଼ି ଏମ୍ଓ,  ଆସିଷ୍ଟାଣ୍ଟ କଲେକ୍ଟର ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ମିଳିତ ଜନ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ଚକ୍ଷୁରେ ଲୁହ, ହୃଦୟରେ ଗର୍ବ: ଚାରି ଶିକ୍ଷକଙ୍କୁ ଅବସର ଓ ବିଦାୟ ସମ୍ବର୍ଦ୍ଧନା

December 20, 2025

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଏକବିଂଶ ତମ ବାର୍ଷିକ ଉତ୍ସବ

December 18, 2025

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ମେଜର ବି.କେ. ନରେନ୍ଦ୍ରଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

December 18, 2025

ଗୋଦାବରୀଶ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

December 16, 2025
Latest News

ଭାରତର ଭବିଷ୍ୟତ ଅଭିବୃଦ୍ଧିର ନେତୃତ୍ୱ ନେବ ଉତ୍ତର-ପୂର୍ବ: ପ୍ରଧାନମନ୍ତ୍ରୀ

December 20, 2025

ହିଜାବ ବିବାଦ: ଶେଷ ଦିନରେ ମଧ୍ୟ ଯୋଗ ଦେଲେ ନାହିଁ ଡାକ୍ତର ନୁସରତ, ବଡ଼ ନିଷ୍ପତ୍ତି ନେଲେ ସରକାର

December 20, 2025

ମୋଦୀଙ୍କ ଅଭୂତପୂର୍ବ କୂଟନୀତି: ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ କଲେ ୫ ଟି ଗଲ୍ଫ ଦେଶ

December 20, 2025

ଡିସେମ୍ବର ୨୬ରୁ ଏକ ଘଣ୍ଟା ବନ୍ଦ ରହିବ ବହିର୍ବିଭାଗ: ଆନ୍ଦୋଳନ ଚେତାବନୀ ଦେଲେ ଡାକ୍ତର

December 20, 2025

ଚକ୍ଷୁରେ ଲୁହ, ହୃଦୟରେ ଗର୍ବ: ଚାରି ଶିକ୍ଷକଙ୍କୁ ଅବସର ଓ ବିଦାୟ ସମ୍ବର୍ଦ୍ଧନା

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.