Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ ବ୍ଲକ୍ ର କମାଗୁରୁ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ
ଆଞ୍ଚଳିକ

ଟାଙ୍ଗୀ ବ୍ଲକ୍ ର କମାଗୁରୁ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

December 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ତା ୩୦.୧୨..୨୦୨୪ ରିଖ ରେ ଟାଙ୍ଗୀ ବ୍ଲକ ଅନ୍ତର୍ଗତ, କମାଗୁରୁ ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳ ଖୋର୍ଦ୍ଧାଙ୍କ ଅଧ୍ୟକ୍ଷତାରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି। ମୋଟ ୩୮୦ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୩୬୫ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୮ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା।

ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୦୪ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ୨ ଜଣ ହିତାଧିକାରୀଙ୍କୁ ଯଥା କ୍ରମେ ୩୦,୦୦୦/-,୧୦,୦୦୦/-ଟଙ୍କା ଲେଖାଏ ମୂଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ଆର୍ଥିକ ସହାୟତା ରାଶି ଏବଂ ଜଣଙ୍କୁ ୧୫,୦୦୦/- ଟଙ୍କା ରେଡକ୍ରସ ପାଣ୍ଠି ରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।

ଆଜିର ମିଳିତ ଜନଶୁଣାଣି ଅବସରରେ ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରତାପ ଚନ୍ଦ୍ର ବେଉରା, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଉପ-ଜିଲ୍ଲାପାଳ ଦୀପ୍ତି ରଞ୍ଜନସେଠୀ, ଅଧ୍ୟକ୍ଷା ରେଶମା ମାନ୍ଧାତା, ଟାଙ୍ଗୀ ବ୍ଲକ ସି ଡ଼ି ଏମ୍ଓ,  ଆସିଷ୍ଟାଣ୍ଟ କଲେକ୍ଟର ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ମିଳିତ ଜନ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026
Latest News

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରେ ବାଧା ଦେବ ବର୍ଷା?: ଜାଣନ୍ତୁ ପାଣିପାଗ ଅପଡେଟ୍‌

February 22, 2026

ଥାଇଲାଣ୍ଡରେ ଫସିଥିବା ୬ ଓଡ଼ିଆ ଯୁବକଙ୍କ ମଧ୍ୟରୁ ୪ ଫେରିଲେ ଓଡ଼ିଶା

February 22, 2026

ଓଡ଼ିଆ ଭାଷାର ବ୍ୟବହାର ପାଇଁ ସରକାରୀ ଅଧିକାରୀମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର

February 22, 2026

“ଜାଇକା” ସହାୟତାପ୍ରାପ୍ତ ରେଙ୍ଗାଲି ଜଳସେଚନ ପ୍ରକଳ୍ପର ସମୀକ୍ଷା ବୈଠକ

February 22, 2026

ରାଜ୍ୟରେ ହ୍ରାସ ପାଉଛି ଶିଶୁ ଜନ୍ମ ହାର, ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.