Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ୨୫୦ ଲିଟର ଚୋରା ଦେଶୀ ମହୁଲି ଜବତ, ଅଭିଯୁକ୍ତ ଗିରଫ
ଆଞ୍ଚଳିକ

ବାଣପୁର: ୨୫୦ ଲିଟର ଚୋରା ଦେଶୀ ମହୁଲି ଜବତ, ଅଭିଯୁକ୍ତ ଗିରଫ

January 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶ କ୍ରମେ ଟାଙ୍ଗୀ ରେଞ୍ଜ ଅବକାରୀ ନିରୀକ୍ଷକ ରାଧାକାନ୍ତ ଭୋଇଙ୍କ ତତ୍ୱାବଧାନରେ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲି ପାଟ୍ରୋଲିଂ କରୁଥିବା ବେଳେ ବାଣପୁର ଥାନା ଅନ୍ତର୍ଗତ ଅନ୍ତରକିଆରୀ ନିକଟରେ ଏକ ମୋଟର ସାଇକେଲ (ଗାଡି ନଂ ଓଡି ୦୨ ବିଜି ୬୩୧୦) ଦ୍ରୁତ ଗତିରେ ଯାଉଥିବା ଦେଖି ତାର ପିଛା କରିଥିଲେ। ନିକଟରେ ଥିବା ମେଘାମ୍ବରି ମନ୍ଦିର ଠାରେ ଅଟକାଇ ଥିବାବେଳେ ଗାଡି ପଛରେ ଏକ ବସ୍ତା ବନ୍ଧାଯାଇଥିବା ଦେଖି ତଲାସୀ ନେବାରୁ ସେଥିରୁ ୫୦୦ ପ୍ୟାକେଟ ମହୁଲି (୨୫୦ ଲିଟର) ମହୁଲି ସମେତ ମୋଟର ସାଇକେଲ ଜବତ କରାଯାଇଛି।

ଅଭିଯୁକ୍ତ ଜଣକ ବାଣପୁର ଥାନା ଅନ୍ତର୍ଗତ ବଡ଼ସିରେଇପୁର ଗ୍ରାମର ସୁରେନ୍ଦ୍ର ଦାସଙ୍କ ପୁଅ ଭଗବାନ ଦାସ।ଅଭିଯୁକ୍ତଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବା ବାଲୁଗାଁ ଅବକାରୀ ଅଧିକାରୀ ଶ୍ରୀ ମୁଦୁଲି କହିଛନ୍ତି। ଉକ୍ତ ଚଢ଼ାଉରେ ଏଏସଆଇ ସଞ୍ଜୟ କୁମାର ସୁବୁଦ୍ଧି,କନେଷ୍ଟବଳ ତୁଷାରକାନ୍ତ ଚମ୍ପତି,ଆଶିଷ ପ୍ରଧାନ, ଚିନ୍ମୟୀ ଦାସ, କାଳୁ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

ଅଭିଯୁକ୍ତ ଗିରଫ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026
Latest News

ଅଭିନେତା ବିଜୟଙ୍କ ଭଙ୍ଗିବ ପ୍ରାୟ ୨୭ ବର୍ଷର ବୈବାହିକ ସମ୍ପର୍କ?: ଛାଡପତ୍ର ପାଇଁ ଆବେଦନ କଲେ ପତ୍ନୀ

February 27, 2026

୨୦୦୨ ଏବଂ ୨୦୨୫ ଭୋଟର ତାଲିକାର ଏସଆଇଆର ମ୍ୟାପିଂ

February 27, 2026

ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

February 27, 2026

ମା’ଭଗବତୀଙ୍କ ଦୋଳପର୍ବ ଆରମ୍ଭ: ଚ଼ନ୍ଦ୍ରଗ୍ରହଣ ଯୋଗୁଁ ପୂର୍ଣ୍ଣମୀ ନୀତିକାନ୍ତିରେ ପରିବର୍ତ୍ତନ

February 27, 2026

ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କ ପ୍ରବୋଧନ ଶିକ୍ଷା ତାଲିମ କେନ୍ଦ୍ର ପରିଦର୍ଶନ

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.