Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଦୁଇ ବାଇକ ମୁହାଁମୁହିଁ ଧକ୍କା, ଦୁଇ ଗୁରୁତର
ଆଞ୍ଚଳିକ

ବାଲୁଗାଁ: ଦୁଇ ବାଇକ ମୁହାଁମୁହିଁ ଧକ୍କା, ଦୁଇ ଗୁରୁତର

January 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଆଜି ଅପରାହ୍ନରେ ୫ନଂ ଜାତୀୟ ରାଜପଥ ଚିଲିକା ବ୍ଲକ ଅଠରବାଟିଆ ପଞ୍ଚାୟତ ଅନ୍ତର୍ଗତ ଇଂଜନପୁର ଛକ ନିକଟରେ ଦୁଇଟି ବାଇକ ମୁହାଁମୁହିଁ ଧକ୍କା ଫଳରେ ଦୁଇ ଜଣ ଗୁରୁତର ହୋଇଛନ୍ତି। ସୂଚନା ମୁତାବକ ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ମିନିଛିନିପାଟଣା ଗ୍ରାମର ଅର୍ଜୁନ ବେହେରା (୩୮) ବ୍ୟବସାୟ ନିମନ୍ତେ ନିଜ ବାଇକ ଯୋଗେ ବାଲୁଗାଁ ମାଛ ଗୋଦାମକୁ ମାଛ କିଣିବାକୁ ଆସୁଥିବା ବେଳେ ଇଂଜନପୁର ଛକ ନିକଟରେ ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲଙ୍ଗଳେଶ୍ୱର ବାକୁଟଗାଁର ପଙ୍କଜ ସାହୁ (୨୮) ବାଲୁଗାଁରୁ ବାଇକ ଯୋଗେ ନିଜ ଗ୍ରାମକୁ ଫେରୁଥିବା ବେଳେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଦୁଇ ବାଇକ ଆରୋହିଙ୍କ ପ୍ରଚୁର ରକ୍ତସ୍ରାବ ହୋଇଥିବା ବେଳେ ଅଚେତ ଅବସ୍ଥାରେ ପଡିରହିଥିଲେ।

ଖବର ପାଇ ଦୁର୍ଘଟଣା ସ୍ଥଳରେ ବାଲୁଗାଁ ପୋଲିସ ପହଞ୍ଚି ଆହତ ଦ୍ୱୟଙ୍କୁ ଉଦ୍ଧାର କରି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ମାତ୍ର ଉଭୟଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ଏମକେସିଜି ଡାକ୍ତରଖାନାକୁ ପଠାଇ ଦିଆଯାଇଛି। ଘଟଣା ସ୍ଥଳରୁ ପୋଲିସ ଦୁର୍ଘଟଣା ଗ୍ରସ୍ତ ଦୁଇଟି ବାଇକ ଜବତ କରିବାସହ ତଦନ୍ତ ଜାରି ରଖିଛି।

ଦୁଇ ଗୁରୁତର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ମା’ ଅସୁରକୁମାରୀ ପୀଠରେ ବିଶ୍ୱଶାନ୍ତି ଗୀତ ମହାଯଜ୍ଞର ପୂର୍ଣ୍ଣାହୁତି

January 27, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ସାଇକେଲ ସଚେତନତା ରାଲି

January 26, 2026

ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

January 26, 2026

ଡ଼ଃ ଆର୍ ପୁଷ୍ପାଞ୍ଜଳିଙ୍କ ଗଳ୍ପ ସଙ୍କଳନ “ନିଜକୁ ନାୟିକା ମନେକରି” ର ଲୋକାର୍ପଣ

January 25, 2026
Latest News

ମେଧା ପାଟକରଙ୍କ ମାନହାନି ମାମଲା: ଦିଲ୍ଲୀ ଉପରାଜ୍ୟପାଳଙ୍କୁ ବଡ଼ ଆଶ୍ୱସ୍ତି ଦେଲେ କୋର୍ଟ

January 29, 2026

ଇଣ୍ଡିଗୋ ବିମାନ ସହ ଧକ୍କା ହେଲା ପକ୍ଷୀ: ହାଇଦ୍ରାବାଦରେ ଜରୁରୀକାଳୀନ ଅବତରଣ କଲେ ପାଇଲଟ୍

January 29, 2026

କେନ୍ଦ୍ର ସରକାରଙ୍କୁ ଝଟକା!: ନୂତନ UGC ନିୟମ ଉପରେ ସ୍ଥଗିତାଦେଶ ଜାରି କଲେ ସୁପ୍ରିମକୋର୍ଟ

January 29, 2026

ପଞ୍ଚଭୂତରେ ବିଲୀନ ହେଲେ ଅଜିତ ପାୱାର: “ଦାଦା ଅମର ରହେ” ଧ୍ୱନିରେ ପ୍ରକମ୍ପିତ ହେଲା ବିଦ୍ୟା ପ୍ରତିଷ୍ଠାନ

January 29, 2026

Chandigarh Mayor Election: ତ୍ରି-ମୁଖୀ ଲଢେଇରେ ବିଜେପି ବିଜୟୀ

January 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.