Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦଘାଟିତ
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦଘାଟିତ

January 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟ ଅନ୍ତର୍ଗତ ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଚଳିତ ବର୍ଷର ବାଳିକା ଆତ୍ମ ରକ୍ଷା କୌଶଳ ତାଲିମ୍ ଶିବିର ଆଜି ଅଧ୍ୟକ୍ଷ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧିଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମର ସଂଯୋଜିକା ଅଧ୍ୟାପିକା ଡକ୍ଟର ମୋନାଲିସା ମାନସିଂହଙ୍କ ତତ୍ୱାବଧାନରେ ଯୁକ୍ତ ଦୁଇର ୧୮୬ ଜଣ ଛାତ୍ରୀମାନଙ୍କୁ ନେଇ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ପ୍ରବୀଣ କୁମାର ଜେନା, ରୀନା ରାଉତ, ମନସ୍ବିନୀ ପଟ୍ଟନାୟକ, କ୍ରିଷ୍ଣା ସେଠି, ସ୍ୱାତୀ ସ୍ଵାଗତିକା ସାହୁ, କୀର୍ତ୍ତିମୟୀ ବାରିକ, ରୋଜାଲିନ ମିଶ୍ର ଉପସ୍ଥିତ ରହି ଛାତ୍ରୀ ମାନଙ୍କୁ ଆତ୍ମରକ୍ଷା କୌଶଳର ପ୍ରାସଙ୍ଗିକତା ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ।

ସଂଯୋଜିକା ଡକ୍ଟର ମାନସିଂହ କାର୍ଯ୍ୟକ୍ରମର ଗୁରୁତ୍ୱ,ନିୟମ, ସମୟାନୁବର୍ତ୍ତିତl ଓ ଶୃଙ୍ଖଳା ସମ୍ପର୍କରେ ଛାତ୍ରୀ ମାନଙ୍କୁ ସୂଚନା ଦେଇଥିଲେ। ଛଅ ଟି ଦଳରେ ବିଭକ୍ତ ହୋଇଥିବା ଛାତ୍ରୀମାନଙ୍କୁ ମୁଖ୍ୟ ତାଲିମ୍ ଦାତା ସୁଶ୍ରୀ ଲିପିକା ସାହୁ ଓ ନିଲମ ସାହୁ ଆଜିଠାରୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ।

ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଧନ୍ୟବାଦ ଅର୍ପଣ କରିଥିଲେ ଅଧ୍ୟାପିକା ମନସ୍ବିନୀ ପଟ୍ଟନାୟକ।

ଆତ୍ମରକ୍ଷା କୌଶଳ ତାଲିମ୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତାଲିମ୍ ଶିବିର ବାଲୁଗାଁ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026

ଅବକାରୀ ବିଭାଗର ବଡ଼ ସଫଳତା: ୮୦ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.