Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ମା’ ଭଗବତୀ କଳା ନିକେତନର ନବମ ବାର୍ଷିକ ଉତ୍ସଵ
ଆଞ୍ଚଳିକ

ବାଣପୁର: ମା’ ଭଗବତୀ କଳା ନିକେତନର ନବମ ବାର୍ଷିକ ଉତ୍ସଵ

January 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ଅନ୍ତର୍ଗତ ବିଧାରପୁର ସ୍ଥିତ ଶୁଭ ମଙ୍ଗଳ କଲ୍ୟାଣ ମଣ୍ଡପ ଠାରେ ମା’ ଭଗବତୀ କଳା ନିକେତନର ନବମ ବାର୍ଷିକ ଉତ୍ସଵ ଆନୁକୁଲ୍ୟରେ ଆୟୋଜିତ ମା’ ଭଗବତୀ ନୃତ୍ୟ ମହୋତ୍ସବରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ସଭାକୁ ସମ୍ବୋଧିତ କରିଥିଲେ।

ବାଣପୁରର ମାଟିର ପରମ୍ପରା ଓ କଳା,ସଂସ୍କୃତି ବେଶ୍ ଅନନ୍ୟ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ମାଟିର କଥା, ସଂସ୍କୃତି, ଐତିହ୍ୟ ଓ ପରମ୍ପରାକୁ ଜାଣିବାର ଅବସର ଆସିଛି ଏବଂ ଲୋପ ପାଇଯାଉଥିବା କଳା ଓ ସଂସ୍କୃତିକୁ ଉଜ୍ଜିବୀତ କରିବାର ଅବସର ଆଣିଛି ବୋଲି ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ମତବ୍ୟକ୍ତ କରିଥିଲେ।

ଏହି ଅବସରରେ ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ର ଅଧ୍ୟକ୍ଷ ମିଟୁ ନାୟକ ଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ମାନେ ଉପସ୍ଥିତ ଥିଲେ।

ଓଡିଶା ସରକାର ପୃଥ୍ୱୀରାଜ ହରିଚନ୍ଦନ ବାଣପୁର ବିଧାରପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

February 28, 2026
Latest News

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.