Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି, ପ୍ରଦାନ କଲେ ସହାୟତା ରାଶି
ଆଞ୍ଚଳିକ

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି, ପ୍ରଦାନ କଲେ ସହାୟତା ରାଶି

January 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି, ପ୍ରଦାନ କଲେ ସହାୟତା ରାଶି

ବାଣପୁର(ସୀତାରାମ ଅଗ୍ରୱାଲ): ରାଜ୍ୟ ସରକାରଙ୍କ ତରଫରୁ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ବ୍ଲକ ସ୍ତରରେ ହେଉଥିବା ବେଳେ, ପଞ୍ଚାୟତ ସ୍ତରରେ ସରକାରୀ ଯୋଜନାକୁ ଆହୁରି ଲୋକାଭିମୁଖୀ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳ ତାଙ୍କର ଅଭିଯୋଗ ଶୁଣାଣିକୁ ବ୍ଲକ ପରିବର୍ତ୍ତେ ପଞ୍ଚାୟତ ସ୍ତରରେ କରୁଛନ୍ତି।

ଏହି କ୍ରମରେ ଆଜି ବାଣପୁର ବ୍ଲକ ଅନ୍ତର୍ଗତ, ମୋରାମୋରି ପଞ୍ଚାୟତରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ଏହି ପଦକ୍ଷେପ କୁ ଅଧିକ ଲୋକାଭିମୁଖୀ କରିବାକୁ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି। ମୋଟ ୫୪୦ ଟି ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୫୧୯ ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ୧୪ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୫ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ।

ଜଣେ ହିତାଧିକାରୀଙ୍କୁ ୨୦,୦୦୦/- ମୂଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ଅନ୍ୟ ଜଣେ ହିତାଧିକାରୀଙ୍କୁ ଜିଲ୍ଲା ରେଡ଼କ୍ରସ ପାଣ୍ଠିରୁ ୫୦୦୦/- ସହାୟତା ରାଶି ପ୍ରଦାନ କରାଯାଇଛି। ଆଜିର ମିଳିତ ଜନଶୁଣାଣି ଅବସରରେ ଆରକ୍ଷୀ ଅଧିକ୍ଷକ ସାଗରିକା ନାଥ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଉପ-ଜିଲ୍ଲାପାଳ ଦୀପ୍ତି ରଞ୍ଜନ ସେଠୀ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ବାଣପୁର ବ୍ଲକ୍ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ସି ଡ଼ି ଏମ୍ଓ, ବିଡିଓ ଶୀତଲ ଅଗ୍ରୱାଲ, ତହସିଲଦାର ଟି.ପଦ୍ମନାଭ ଦୋରା, ଡେପୁଟି କଲେକ୍ଟର ଶ୍ରୀତପା ମିଶ୍ର, ସହାୟକ ଜିଲ୍ଲାପାଳ ଭୁବନେଶ୍ୱରୀ କହଁର ଏବଂ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ବାଣପୁର ବାଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026
Latest News

ଆଜି ମଇ ୧୫ ତାରିଖ ଶୁକ୍ରବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 15, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.