Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଵୃଦ୍ଧାଶ୍ରମରେ ଖୁସି ବାଣ୍ଟିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଆଞ୍ଚଳିକ

ବାଣପୁର: ଵୃଦ୍ଧାଶ୍ରମରେ ଖୁସି ବାଣ୍ଟିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

January 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ପବିତ୍ର ମକର ସଂକ୍ରାନ୍ତି ଅବସରରେ ଆଜି ଚ଼ିଲିକା ବିଧାନସଭା କ୍ଷେତ୍ରର ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ସ୍ଥିତ ଦୁଇ ନମ୍ବର ୱାର୍ଡ ଦାଶରଥିପୁର ଅନ୍ତର୍ଗତ ଲଡ଼ୁକେଶ୍ବର ବୃଦ୍ଧାଶ୍ରମ ପରିଦର୍ଶନ କରିଥିଲେ ସ୍ଥାନୀୟ ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ଏହି ଅବସରରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅନ୍ତେବାସୀଙ୍କ ପାଇଁ ନିର୍ମିତ ନୂତନ ଗୃହର ଶୁଭ ଉଦଘାଟନ କରିଥିଲେ।

ତତସହିତ ବୃଦ୍ଧାଶ୍ରମରେ ଥିବା ଅନ୍ତେବାସୀଙ୍କୁ କମ୍ବଳ,ଲୁଗା ଓ ଫଳ ବଣ୍ଟନ କରିବା ସହ ସେମାନଙ୍କ ସହ କିଛି ସମୟ ଅତିବାହିତ କରିଥିଲେ ମନ୍ତ୍ରୀ। ବୃଦ୍ଧାଶ୍ରମ ପରିସରରେ ମନ୍ତ୍ରୀ ଓ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ବୃକ୍ଷ ରୋପଣ କରିବା ସହ ମନ୍ତ୍ରୀ ବୃଦ୍ଧାଶ୍ରମ ପରିଚାଳକ ନାରାୟଣ ସାହୁଙ୍କ ଠାରୁ ବିଭିନ୍ନ ଅସୁବିଧା ବିଷୟରେ ପଚାରିବୁଝିଥିଲେ ଏବଂ ସମସ୍ତ ସହାୟତା ଯୋଗାଇଦେବାକୁ ପ୍ରତିଶୃତି ଦେଇଥିଲେ।

ଏହି ଅବସରରେ ବାଣପୁର ଏନଏସିର ଅଗ୍ରଣୀ ଧାର୍ମିକ ଅନୁଷ୍ଠାନ ଶ୍ରୀ ଶ୍ରୀ ଶ୍ରୀ ରଙ୍କନାଥ ଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟିର ସଭ୍ୟ ମାନେ ମନ୍ତ୍ରୀଙ୍କୁ ଭେଟି ସମ୍ବର୍ଦ୍ଧିତ କରିଥିଲେ। ଶ୍ରୀ ରଙ୍କନାଥ ଦେବଙ୍କ ମନ୍ଦିର ଉନ୍ନତି ପାଇଁ ମଧ୍ୟ ମନ୍ତ୍ରୀ ପ୍ରତିଶୃତି ଦେଇଥିଲେ।  ଉକ୍ତ କାର୍ଯ୍ୟକ୍ରମରେ ବାଣପୁର ଏନଏସି ଓ ବ୍ଲକର ବହୁ ଆଗଧାଡିର ବିଜେପି କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ।

ଚିଲିକା ପୃଥ୍ୱୀରାଜ ହରିଚନ୍ଦନ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରେ ଆସନ୍ତା ୧୮ ରେ ପକ୍ଷୀ ଓ ୨୦ ରେ ଡ଼ଲଫିନ ଗଣନା

January 16, 2026

ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ୧୧୫ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି

January 14, 2026

ମା’ କାଳିଜାଇଙ୍କ ପୀଠରୁ ପହଞ୍ଚିଲା ନିମନ୍ତ୍ରଣ, ଭଉଣୀଙ୍କ ମକର ମେଳାକୁ ଯିବ ମା’ଭଗବତୀଙ୍କ ଆଜ୍ଞାମାଳ

January 13, 2026

ବାଲୁଗାଁ: ଜାତୀୟ ଯୁବ ଦିବସ ଅବସରରେ ସ୍ବାମୀ ବିବେକାନନ୍ଦଙ୍କ ଚିନ୍ତନ ଓ ଦର୍ଶନ ସମ୍ପର୍କରେ ଆଲୋଚନା ଚକ୍ର

January 13, 2026
Latest News

ଡିଇପିଏମ୍ଓଏସ୍ ପ୍ରକଳ୍ପ ପାଇଁ ଏନ୍ଆଇସି-ଓଡ଼ିଶା ପୁରସ୍କୃତ

January 17, 2026

ଆଜି ଜାନୁୟାରୀ ୧୭ ତାରିଖ ଶନିବାରରେ ଆଠଟି ରାଶି ମଧ୍ୟାହ୍ନ ବେଳେ ପାଇବେ ଶୁଭ ଖବର

January 17, 2026

ଅନ୍ତର୍ଜାତୀୟ ଗୁଡ଼ି ମହୋତ୍ସବ-୨୦୨୬କୁ ସମ୍ବୋଧିତ କଲେ ଅମିତ ଶାହ

January 16, 2026

ସିବିସି ଏବଂ ପିଆଇବି ଭୁବନେଶ୍ବର ପକ୍ଷରୁ ସ୍ୱଚ୍ଛତା ପଖୱାଡା ପାଳିତ

January 16, 2026

ଆଇଆଇଏମସି ଢେଙ୍କାନାଳ ପକ୍ଷରୁ ଦୁଇଟି ନୂଆ ସ୍ନାତକୋତ୍ତର ପାଠ୍ୟକ୍ରମ ଘୋଷଣା

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.