Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଵୃଦ୍ଧାଶ୍ରମରେ ଖୁସି ବାଣ୍ଟିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଆଞ୍ଚଳିକ

ବାଣପୁର: ଵୃଦ୍ଧାଶ୍ରମରେ ଖୁସି ବାଣ୍ଟିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

January 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ପବିତ୍ର ମକର ସଂକ୍ରାନ୍ତି ଅବସରରେ ଆଜି ଚ଼ିଲିକା ବିଧାନସଭା କ୍ଷେତ୍ରର ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ସ୍ଥିତ ଦୁଇ ନମ୍ବର ୱାର୍ଡ ଦାଶରଥିପୁର ଅନ୍ତର୍ଗତ ଲଡ଼ୁକେଶ୍ବର ବୃଦ୍ଧାଶ୍ରମ ପରିଦର୍ଶନ କରିଥିଲେ ସ୍ଥାନୀୟ ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ଏହି ଅବସରରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅନ୍ତେବାସୀଙ୍କ ପାଇଁ ନିର୍ମିତ ନୂତନ ଗୃହର ଶୁଭ ଉଦଘାଟନ କରିଥିଲେ।

ତତସହିତ ବୃଦ୍ଧାଶ୍ରମରେ ଥିବା ଅନ୍ତେବାସୀଙ୍କୁ କମ୍ବଳ,ଲୁଗା ଓ ଫଳ ବଣ୍ଟନ କରିବା ସହ ସେମାନଙ୍କ ସହ କିଛି ସମୟ ଅତିବାହିତ କରିଥିଲେ ମନ୍ତ୍ରୀ। ବୃଦ୍ଧାଶ୍ରମ ପରିସରରେ ମନ୍ତ୍ରୀ ଓ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ବୃକ୍ଷ ରୋପଣ କରିବା ସହ ମନ୍ତ୍ରୀ ବୃଦ୍ଧାଶ୍ରମ ପରିଚାଳକ ନାରାୟଣ ସାହୁଙ୍କ ଠାରୁ ବିଭିନ୍ନ ଅସୁବିଧା ବିଷୟରେ ପଚାରିବୁଝିଥିଲେ ଏବଂ ସମସ୍ତ ସହାୟତା ଯୋଗାଇଦେବାକୁ ପ୍ରତିଶୃତି ଦେଇଥିଲେ।

ଏହି ଅବସରରେ ବାଣପୁର ଏନଏସିର ଅଗ୍ରଣୀ ଧାର୍ମିକ ଅନୁଷ୍ଠାନ ଶ୍ରୀ ଶ୍ରୀ ଶ୍ରୀ ରଙ୍କନାଥ ଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟିର ସଭ୍ୟ ମାନେ ମନ୍ତ୍ରୀଙ୍କୁ ଭେଟି ସମ୍ବର୍ଦ୍ଧିତ କରିଥିଲେ। ଶ୍ରୀ ରଙ୍କନାଥ ଦେବଙ୍କ ମନ୍ଦିର ଉନ୍ନତି ପାଇଁ ମଧ୍ୟ ମନ୍ତ୍ରୀ ପ୍ରତିଶୃତି ଦେଇଥିଲେ।  ଉକ୍ତ କାର୍ଯ୍ୟକ୍ରମରେ ବାଣପୁର ଏନଏସି ଓ ବ୍ଲକର ବହୁ ଆଗଧାଡିର ବିଜେପି କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ।

ଚିଲିକା ପୃଥ୍ୱୀରାଜ ହରିଚନ୍ଦନ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବର୍ତ୍ତମାନ ଆଇନ୍ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବହୁବିଧ କ୍ୟାରିୟରର ସୁଯୋଗ ରହିଛି: ଆଇନ୍ ମନ୍ତ୍ରୀ

April 18, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026
Latest News

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026

ଆଉ ଦରମାରୁ କଟିବନି ପ୍ରଫେସନାଲ ଟିକସ

April 23, 2026

ମୁର୍ଶିଦାବାଦରେ ନିର୍ବାଚନୀ ହିଂସା

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.