Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ନିର୍ବାଚନ ମଣ୍ଡଳିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଆଇନ ମନ୍ତ୍ରୀ
ଆଞ୍ଚଳିକ

ଚିଲିକା ନିର୍ବାଚନ ମଣ୍ଡଳିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଆଇନ ମନ୍ତ୍ରୀ

January 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ଚ଼ିଲିକା ବିଧାୟକ ତଥା ଓଡିଶା ସରକାରଙ୍କ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ ଗସ୍ତ କରି ବାଣପୁର ବ୍ଲକ ଅନ୍ତର୍ଗତ କୁମାରାଙ୍ଗ ଗ୍ରାମ ପଞ୍ଚାୟତର‌ ଏକଡ଼ାଳିଆ ଗ୍ରାମରେ ୧୦ ଲକ୍ଷ ଟଙ୍କା ବିନିମୟରେ କଲ୍ୟାଣ ମଣ୍ଡପ,୧୦ ଲକ୍ଷ ଟଙ୍କା ବିନିମୟରେ ଅଙ୍ଗନୱାଡ଼ି କେନ୍ଦ୍ର ଓ ୩ ଲକ୍ଷ ୪୦ ହଜାର ଟଙ୍କା ବିନିମୟରେ ଆରଡି ରୋଡ ଠାରୁ ବାବା ସୋମନାଥେଶ୍ୱର ମନ୍ଦିର ରାସ୍ତାର ଉନ୍ନତୀକରଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ତତସହିତ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଲଡୁକେଶ୍ବର ବୃଦ୍ଧାଶ୍ରମର ନୂତନ ଗୃହ, ନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଦୋଳମୁଣ୍ଡେଇ ଗ୍ରାମର ଅଙ୍ଗନୱାଡି କେନ୍ଦ୍ର ର ଉଦଘାଟନ କରିବା ସହ ମା’ କାଳିଜାଈ ଟେଣ୍ଟ ଓ ସାଉଣ୍ଡ ମଙ୍ଗଳ ମାଲିକ ସଂଗଠନ ର ସଭାଗୃହ କୁ ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବରିଷ୍ଠ ବିଜେପି ନେତା ସୁଦୀପ୍ତ ରାୟ, ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ,ବିଜେପି ନେତା ନନ୍ଦକିଶୋର ମିଶ୍ର, ନନ୍ଦପୁର ସରପଞ୍ଚ ପୁଷ୍ପମିତ୍ର ଖୁଣ୍ଟିଆ, କୁମାରାଙ୍ଗ ସରପଞ୍ଚ ସରୋଜିନୀ ପ୍ରଧାନଙ୍କ ସମେତ ବହୁ ନେତୃବୃନ୍ଦ ଉପସ୍ଥିତ ଥିଲେ।

ଉନ୍ନୟନ ପ୍ରକଳ୍ପ ଓଡିଶା ସରକାର ପୃଥ୍ୱୀରାଜ ହରିଚନ୍ଦନ ଭିତ୍ତିପ୍ରସ୍ତର ସ୍ଥାପନ
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ଚିଲିକାରେ ଶିକ୍ଷା ବ୍ୟବସ୍ଥାର ଉନ୍ନତିକୁ ନେଇ ଆଇନ ମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ ବୈଠକ

August 30, 2026

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026

ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ୬ଟି ଏମଓୟୁ ସ୍ୱାକ୍ଷରିତ

August 29, 2026
Latest News

ଦିବ୍ୟାଙ୍ଗଙ୍କ ସମ୍ମାନାର୍ଥେ ‘ଆମକୁ କରନା ଥଟ୍ଟା ମଜା’ କାର୍ଯ୍ୟକ୍ରମ ଆୟୋଜିତ

August 30, 2026

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟରେ ବୁହାହେଲେ ଅସୁସ୍ଥ ମହିଳା

August 30, 2026

ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ: ସମନ୍ୱୟ ସମିତି

August 30, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ‘ପ୍ରୟାସ’ ବୈଠକ

August 30, 2026

ଭାରତଠାରୁ ୧୦ ଲକ୍ଷ ବ୍ୟାରେଲ ତେଲ ଆମଦାନୀ କଲା ରୁଷ: ଜାଣନ୍ତୁ କାରଣ

August 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.