Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାକଟିଦେଉଳ ପଞ୍ଚାୟତ ସମିତିର ଅଷ୍ଟମ ସାଧାରଣ ସଭା ଅନୁଷ୍ଠିତ: ଶିକ୍ଷା ଓ ପାନୀୟ ଜଳ ଉପରେ ପ୍ରାଧାନ୍ୟ
ଆଞ୍ଚଳିକ

ନାକଟିଦେଉଳ ପଞ୍ଚାୟତ ସମିତିର ଅଷ୍ଟମ ସାଧାରଣ ସଭା ଅନୁଷ୍ଠିତ: ଶିକ୍ଷା ଓ ପାନୀୟ ଜଳ ଉପରେ ପ୍ରାଧାନ୍ୟ

January 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ ରାଜୀବ ଭବନ ରେ ଅଷ୍ଟମ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷା ସ୍ଵରପା ରାଣୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଶିକ୍ଷା, କୃଷି, ଜଳସେଚନ, ପାନୀୟ ଜଳ, ସମ୍ମନ୍ବିତ ଶିଶୁ ବିକାଶ ପ୍ରାଣୀଧନ, ଯୋଗାଣ ସାମାଜିକ ସୁରକ୍ଷା ଏବଂ ନାକଟିଦେଉଳ ବ୍ଲକରେ ହେଉଥିବା ସମସ୍ତ ବିଭାଗର ବିଭିନ୍ନ ଉନ୍ନୟନ କାର୍ଯ୍ୟର ଅଗ୍ରଗତି ସଂମ୍ପର୍କରେ ଆଲୋଚନା ହୋଇଥିଲା।

ଏହି ବୈଠକକୁ ବିଡିଓ କ୍ଷମାନିଧି ଭୋଇ ପରିଚାଳନା କରିଥିଲେ। ଏହି ବୈଠକରେ ଜିଲ୍ଲାପରିଷଦ ସଭ୍ୟା ପ୍ରିୟମ୍ବଦା ସାହୁ, ଏମପି ପ୍ରତିନିଧି ପୂର୍ଣ୍ଣିଚନ୍ଦ୍ର ଗଡତ୍ୟା, ବ୍ଲକ ଉପାଧ୍ୟକ୍ଷ ଜିତେନ୍ଦ୍ର ପ୍ରାଧାନ ତହସିଲଦାର ଅମର ଜେ ଡୁଙ୍ଗଡୁଙ୍ଗ, ଏବିଡିଓ ବିଦ୍ୟାଧର ରାଉତରାୟ ସମେତ ସରପଞ୍ଚ, ସମିତି ସଭ୍ୟ /ସଭ୍ୟା ଏବଂ ସଂମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।

ବିଶେଷ କରି ବିଦ୍ୟାଳୟ ମାନଙ୍କରେ ପାଇଖାନା ଥିବା ସତ୍ତ୍ୱେ ପାନୀୟ ଜଳ ର ବ୍ୟବସ୍ଥା ନ ଥିବାରୁ ସଭ୍ୟ ମାନେ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଅବ ଗତ କରାଇଥିଲେ। ବିଭିନ୍ନ କାର୍ଯ୍ୟ ସଂପୂର୍ଣ୍ଣ ହେବା ସତ୍ତ୍ୱେ ବିଲ ଭାଉଚର ଶୀଘ୍ର ନ ହେବାରୁ ସରପଞ୍ଚମାନଙ୍କ ମଧ୍ୟରେ ଉଦବେଗ ପ୍ରକାଶ ପାଇଥିଲା।

ଏହି ସଭାରେ ପିଡବ୍ଲୁଡ଼ି, ଆରଡ଼ି ବିଭାଗର ଅଧିକାରୀ ମାନେ ଯୋଗ ଦେଉ ନ ଥିବାରୁ କେତେ ଜଣ ସଭ୍ୟ ସଭାରେ ପାଟି ତୁଣ୍ଡ କରିଥିଲେ।

ପାନୀୟ ଜଳ ଶିକ୍ଷା ସାଧାରଣ ସଭା
Share. Facebook Twitter LinkedIn Email WhatsApp Copy Link

Related Posts

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ

July 6, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.