Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା ଜିଲ୍ଲାର ବ୍ରଜମୋହନପୁର ପଞ୍ଚାୟତ କାର୍ଯ୍ୟାଳୟରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ
ଆଞ୍ଚଳିକ

ଖୋର୍ଦ୍ଧା ଜିଲ୍ଲାର ବ୍ରଜମୋହନପୁର ପଞ୍ଚାୟତ କାର୍ଯ୍ୟାଳୟରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

January 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି। ମୋଟ ୧୨୮ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୧୨ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୧୩ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା।

ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୦୩ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ଆଜିର ମିଳିତ ଜନଶୁଣାଣି ଅବସରରେ, ମାନନୀୟା ଅଧ୍ୟକ୍ଷା, ଖୋର୍ଦ୍ଧା ବ୍ଲକ, ଶ୍ରୀମୟୀ ପ୍ରିୟଦର୍ଶିନୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଅନାଦି ଚନ୍ଦ୍ର ସେଠି/ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜ୍ୟୋତି ଶଙ୍କର ସାହୁ, ସି ଡ଼ି ଏମ୍ଓ, / ଆସିଷ୍ଟାଣ୍ଟ କଲେକ୍ଟର/ ଅତିରିକ୍ତ ଶିକ୍ଷା ଅଧିକାରୀ ସ୍ନିଗ୍ଧା ମିଶ୍ର ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା ମିଳିତ ଜନ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

ରୌଦ୍ରତାପ ମୁକାବିଲା ଜନିତ ପ୍ରସ୍ତୁତି ବୈଠକ: ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ଦେଲେ ଏହି ନିର୍ଦ୍ଦେଶ

February 26, 2026

ଏପଷ୍ଟାଇନ୍ ଫାଇଲ୍ସରେ ନାମ ଆସିବା ପରେ WEF ର CEO ଙ୍କ ଇସ୍ତଫା

February 26, 2026

ମାର୍ଚ୍ଚ ୧୪ ରେ ବ୍ରହ୍ମପୁରରେ ଜାତୀୟ ଲୋକ ଅଦାଲତ

February 26, 2026

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.