Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଏନଏସି ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଭେଟି ପୁରୁଣା ସମସ୍ୟା ଜଣାଇଲେ ଯୁବ ଆଇନଜୀବୀ
ଆଞ୍ଚଳିକ

ବାଣପୁର ଏନଏସି ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଭେଟି ପୁରୁଣା ସମସ୍ୟା ଜଣାଇଲେ ଯୁବ ଆଇନଜୀବୀ

January 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ରେ ନୂତନ ଭାବେ ଯୋଗଦେଇଥିବା କାର୍ଯ୍ୟନିର୍ବାହୀ ଅଧିକାରୀ ନିଗମାନନ୍ଦ ନନ୍ଦଙ୍କୁ ଭେଟି ସ୍ୱାଗତ ଜଣାଇଥିଲେ ବାଣପୁର ଏନଏସି ଅଞ୍ଚଳର ଯୁବ ଆଇନଜୀବୀ ତଥା ସୂଚନା ଅଧିକାର କର୍ମୀ ସୀତାରାମ ଅଗ୍ରୱାଲ। ଶ୍ରୀ ଅଗ୍ରୱାଲ ଏହି ଅବସରରେ ପୁର୍ବରୁ ବାଣପୁର ଏନଏସିରେ ହୋଇଥିବା ବିଭିନ୍ନ ଅନିୟମିତତା, ଅବ୍ୟବସ୍ଥା ଏବଂ ଅଭିଯୋଗ ବିଷୟରେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

ତତସହିତ ଦୀର୍ଘଦିନ ଧରି ବାଣପୁର ଏନଏସି ରେ ରାସ୍ତାଘାଟ, ଷ୍ଟ୍ରିଟ ଲାଇଟ, ଡ୍ରେନେଜ, ଟ୍ରାଫିକ, ପରିମଳ, ପାର୍କିଙ୍ଗ ସମସ୍ୟା ଆଦି ଲାଗି ରହିଥିବାବେଳେ ତାହାର ପ୍ରତିକାର ଦିଗରେ ପଦକ୍ଷେପ ଗ୍ରହଣ କରିବା ପାଇଁ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ନନ୍ଦଙ୍କୁ ଅନୁରୋଧ କରିଥିଲେ ଯୁବ ଆଇନଜୀବୀ ଶ୍ରୀ ଅଗ୍ରୱାଲ।

ପୁର୍ବତନ କାର୍ଯ୍ୟନିର୍ବାହୀ ଅଧିକାରିଣୀ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶକୁ ଅବମାନନା କରିବା ସହ ସୂଚନା ଅଧିକାର ଆଇନ କୁ ମଧ୍ୟ ଖୋଲାଖୋଲି ଉଲଂଘନ କରି ଆବେଦନକାରୀଙ୍କୁ ତଥ୍ୟ ପ୍ରଦାନ କରୁନଥିଲେ। ଯାହାଫଳରେ ସେ ଏକାଧିକ ମାମଲାରେ ଛନ୍ଦି ହୋଇପଡ଼ିଥିଲେ। ଏପରିକି ବାଣପୁର ଏନଏସି ସମ୍ପୂର୍ଣ୍ଣ ସ୍ଥାଣୁ ପାଲଟିଯାଇଥିଲା।

ତେବେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ନିଶ୍ଚିତ ଭାବେ ଉକ୍ତ ସମସ୍ତ ବିଷୟପ୍ରତି ଧ୍ୟାନ ଦେବାସହ ନାଗରିକ ମାନଙ୍କ ଅଭିଯୋଗ ଏବଂ ଏନଏସିର ବିକାଶକୁ ପ୍ରାଧାନ୍ୟ ଦେବେବୋଲି ପ୍ରତିଶୃତି ଦେଇଥିଲେ।

କାର୍ଯ୍ୟନିର୍ବାହୀ ଅଧିକାରୀ ନିଗମାନନ୍ଦ ନନ୍ଦ ବାଣପୁର ଏନଏସି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଏନଏସି ଇଓଙ୍କୁ ୫ ଲକ୍ଷର କ୍ଷତିପୂରଣ ନୋଟିସ ପଠାଇଲେ ଆଇନଜୀବୀ

August 18, 2025

ଗୋଦାବରୀଶ ମହାବିଦ୍ୟାଳୟରେ ପ୍ରତିଘରେ ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ

August 15, 2025

ଚିଲିକା ଅଞ୍ଚଳରୁ ୨୨୭ ଲିଟର ଦେଶୀମଦ ଜବତ,୩ ଗିରଫ

August 14, 2025

ଅର୍ଜୁନ ସ୍ନାତକ ମହାବିଦ୍ୟାଳୟରେ ଗଙ୍ଗାଧର ମେହେର ଜୟନ୍ତୀ ଓ ପୁସ୍ତକ ପାଠକାର୍ପଣ ଉତ୍ସବ

August 13, 2025
Latest News

ନମାଜ ପାଠ ବେଳେ ଆଖିବୁଜା ଗୁଳି ଚାଳନା: ୨୭ ମୃତ, ଅନେକ ଆହତ

August 20, 2025

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଉଦ୍ୟମ, ପୋଲିସ ହେପାଜତରେ ଅଭିଯୁକ୍ତ

August 20, 2025

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.