Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ମହୋତ୍ସବ
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ମହୋତ୍ସବ

January 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟର ୪୩ ତମ ବାର୍ଷିକ କ୍ରୀଡା ମହୋତ୍ସବ ମହାସମାରୋହରେ ଜାନୁଆରୀ ୨୧ ଓ ୨୨ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଲଷ୍ମୀଧର ସୁବୁଦ୍ଧି ଓ ଯୁକ୍ତ ଦୁଇ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ଶ୍ରୀଚନ୍ଦନ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ପରେ ଯୁକ୍ତ ତିନି ଓ ଯୁକ୍ତ ଦୁଇ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାର କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ପ୍ରତି କାର୍ଯ୍ୟକ୍ରମ ପରେ ବିଜୟୀ ଖେଳାଳି ମାନଙ୍କୁ ବିଜୟ ମଞ୍ଚରେ ଅଧ୍ୟକ୍ଷ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧି, ସୁବାଷ ଚନ୍ଦ୍ର ଶ୍ରୀଚନ୍ଦନ, ଡକ୍ଟର କୈଳାଶ ଚନ୍ଦ୍ର ମହାରଣା, ଡକ୍ଟର ମୋନାଲିସା ମାନସିଂହ, ପତିତପାବନ ପଣ୍ଡା, ପ୍ରବୀଣ କୁମାର ଜେନା, ମୁଖ୍ୟ କିରାଣୀ ସୁଧାକର ନାୟକ ପୁରସ୍କାର ପ୍ରଦାନ ସହ ସମ୍ବର୍ଦ୍ଧିତ କରିଥିଲେ।

ଦୁଇଦିନର କ୍ରୀଡ଼ା ସମାରୋହ କ୍ରୀଡ଼ା କମିଟି ଉପଦେଷ୍ଟା ଅଧ୍ୟାପକ ମୃଡ଼ାଣି ଶଙ୍କର ପ୍ରସାଦ ମିଶ୍ର,ଓ ଅଧ୍ୟାପକ ସୁବ୍ରତ କୁମାର ତ୍ରିପାଠୀଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିବାବେଳେ ଅଧ୍ୟାପକ ହିମାଂଶୁ କୁମାର ଦାଶ, ଡକ୍ଟର ସନ୍ତୋଷ କୁମାର ରଥ, ରୀନା ରାଉତ, ବାଳକୃଷ୍ଣ ପାଢ଼ୀ, ଧୋବୀ ଚରଣ ପରିଡ଼ା, ମନୋଜ କୁମାର ନାୟକ,ସ୍ଵାତି ସ୍ଵାଗତିକା ସାହୁ, ପ୍ରିୟମ୍ବଦା ମହାପାତ୍ର, ରୋଜାଲିନ ମିଶ୍ର, ବିମଳ ପଣ୍ଡା, ଗୋଦାବରୀଶ ବିଦ୍ୟାପୀଠର କ୍ରୀଡ଼ା ଶିକ୍ଷକ ସିଦ୍ଧାନ୍ତ କୁମାର ସ୍ୱାଇଁ ପ୍ରମୁଖ ଏହି କ୍ରୀଡ଼ା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ବାଲୁଗାଁ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ୨୦୨୩ ପଦଯାତ୍ରା

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026

ନାରୀଶକ୍ତି ହିଁ ଗଣତନ୍ତ୍ରର ସୁରକ୍ଷା କବଚ

April 14, 2026
Latest News

ସୋଆ ପକ୍ଷରୁ ସିବିଏସଇ ଟପ୍ପର ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧନା

April 17, 2026

ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ସମ୍ପର୍କରେ ଜିଲ୍ଲାପାଳ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ

April 17, 2026

ଲୋକସଭାରେ ତିନୋଟି ବିଲ୍ ପାସ୍ କରିବାକୁ ସରକାରଙ୍କ ପାଖରେ ସଂଖ୍ୟାର ଅଭାବ: ଜାଣନ୍ତୁ ସଂଖ୍ୟା ଖେଳ

April 17, 2026

ଇତିହାସ ରଚିଲା ପଞ୍ଜାବ କିଙ୍ଗସ୍: ପ୍ରଥମ ଥର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ କଲା ଏହି ରେକର୍ଡ

April 17, 2026

ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଏସିଆର ନୂତନ ‘ରାଜା’ ହେଲେ ଗୌତମ ଆଦାନୀ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.