Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ଓଡ଼ିଶା ୟୁନିଅନ ଅଫ୍ ଜର୍ଣାଲିଷ୍ଟର ବନ୍ଧୁ ମିଳନ
ଆଞ୍ଚଳିକ

ରଣପୁର: ଓଡ଼ିଶା ୟୁନିଅନ ଅଫ୍ ଜର୍ଣାଲିଷ୍ଟର ବନ୍ଧୁ ମିଳନ

January 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଓଡ଼ିଶା ୟୁନିଅନ ଅଫ୍ ଜର୍ଣାଲିଷ୍ଟ ର ନୟାଗଡ଼ ଜିଲ୍ଲା ଶାଖା ତରଫରୁ ରଣପୁର ବ୍ଲକ୍ ର ବଜ୍ରକୋଟ ଗ୍ରାମ ପଞ୍ଚାୟତ ହରିପୁର ଠାରେ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ଓଡ଼ିଶା ୟୁନିଅନ ଅଫ୍ ଜର୍ଣାଲିଷ୍ଟ ର ବ୍ଳକ ସଭ୍ୟ ମାନଙ୍କୁ ପରିଚୟପତ୍ର ବଣ୍ଟନ କରାଯାଇଥିଲା।

ନୟାଗଡ଼ ଜିଲ୍ଲା ୟୁନିୟନ ଅଫ୍ ଜର୍ଣାଲିଷ୍ଟ ର ଉପଦେଷ୍ଟା ବରିଷ୍ଠ ସାମ୍ବାଦିକ ସଞ୍ଜୟ କୁମାର ସ୍ଵାଇଁ ଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଯାଇଥିଲା। ନୟାଗଡ଼ ଜିଲ୍ଲା ସଭାପତି ଆଚାର୍ଯ୍ୟ ବିଶ୍ୱରଂଜନଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଗଣତନ୍ତ୍ର ଶାସନ ବ୍ୟବସ୍ଥାରେ ଗଣମାଧ୍ୟମର ଭୂମିକା ଉପରେ ସଭାପତି ଆଚାର୍ଯ୍ୟ ଆଲୋକପାତ କରିଥିଲେ। ଓୟୁଜେ ଏକ ଟ୍ରେଡ୍ ୟୁନିଅନ ତାର ଭବିଷ୍ୟତ ଓ କାର୍ଯ୍ୟଧାରା ଉପରେ ଆଲୋଚନା କରିଥିଲେ।

ଉପଦେଷ୍ଟା ଶ୍ରୀ ସ୍ବାଇଁ ଗଣମାଧ୍ୟମର କର୍ତ୍ତବ୍ୟ ନିଷ୍ଠା ଉପରେ ବୁଝାଇଥିଲେ। ଜିଲ୍ଲା ଉପସଭାପତି ବ୍ରଜ ରଣସିଂହ, ସମ୍ପାଦକ ଆଲୋକ ମହାରଣା, କୋଷାଧ୍ୟକ୍ଷ କୃଷ୍ଣଚନ୍ଦ୍ର ଦାଶ, ବରିଷ୍ଠ ସାମ୍ବାଦିକ ସୁକାନ୍ତ ପଟ୍ଟନାୟକ, ରଘୁନାଥ ନାୟକ ଗଣମାଧ୍ୟମ ପ୍ରତି ଆଗାମୀ କର୍ତ୍ତବ୍ୟବୋଧ ଓ ସମସ୍ୟା ଉପରେ ମତ ପୋଷଣ କରିଥିଲେ। ରଣପୁରକୁ ଆଗାମୀ ଦିନରେ ସମୃଦ୍ଧ କରିବା ପାଇଁ ଉପସ୍ଥିତ ସଭ୍ୟମାନେ ମତପୋଷଣ କରିଥିଲେ। ଓଡ଼ିଶାରେ ଗଣମାଧ୍ୟମ ପ୍ରତିନିଧି ଙ୍କ ପାଇଁ ଏକ ପ୍ରକୃଷ୍ଟ ମାଧ୍ୟମ ଓଡ଼ିଶା ୟୁନିଅନ ଅଫ୍ ଜର୍ଣାଲିଷ୍ଟ ବୋଲି ଏକ ସ୍ୱରରେ କୁହାଯାଇଥିଲା।

ବନ୍ଧୁ ମିଳନ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026
Latest News

ଚାଷୀଙ୍କୁ ମିଳିଲା ସିଏମ କିଷାନ ଟଙ୍କା

April 20, 2026

କଟକରେ ଆସନ୍ତା ତିନିଦିନ ପାଇଁ ସ୍କୁଲ ଓ କଲେଜ ଛୁଟି ଘୋଷଣା

April 20, 2026

ଗଞ୍ଜାମ ଜିଲ୍ଲାରେ ତିନିଦିନ ସ୍କୁଲ ଛୁଟି

April 20, 2026

ଭାରତୀୟ ନୌସେନାର ପ୍ରଶିକ୍ଷଣରତ ଅଗ୍ନିବୀରଙ୍କ ମୃତଦେହ ଉଦ୍ଧାର

April 20, 2026

ମୃତ୍ୟୁ ପରେ ମଧ୍ୟ ଜୀବନ ବଞ୍ଚାଇ ଉଦାହରଣ ସୃଷ୍ଟି କଲେ ମହିଳା ଡାକ୍ତର

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.