Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କିସିଣ୍ଡାରେ ଜଙ୍ଗଲ ନିଆଁ ନିରାକରଣ ଓ ସଚେତନତା ଅଭିଯାନ
ଆଞ୍ଚଳିକ

କିସିଣ୍ଡାରେ ଜଙ୍ଗଲ ନିଆଁ ନିରାକରଣ ଓ ସଚେତନତା ଅଭିଯାନ

January 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲକ୍ କିସିଣ୍ଡା ବନ୍ୟପ୍ରାଣୀ ବନାଞ୍ଚଳ ପକ୍ଷରୁ ବନାଗ୍ନି ନିରାକରଣ ଓ ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ଶିବନାରାୟଣ ବିଲହରଙ୍କ ପରିଚାଳନାରେ ଏବଂ ରେଞ୍ଜ୍ ଅଧିକରୀ ମହେନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନାକଟିଦେଉଳ ବିଡ଼ିଓ କ୍ଷମାନିଧି ଭୋଇ, ଖନ୍ଦିବାହାଳ ବନ ସୁରକ୍ଷା ସମିତି ସଭାପତି କାହ୍ନୁଚରଣ ମାଝି, କିସିଣ୍ଡା ସରପଞ୍ଚ ରୀନା ନାୟକ, ଗିରିଶ୍ଚନ୍ଦ୍ରପୁର ସରପଞ୍ଚ ଶୁଭେନ୍ଦୁ ପ୍ରଧାନ, କିସିଣ୍ଡା ସମିତିସଭ୍ୟା ଯାଜ୍ଞସେନୀ କୁଅଁର, କିସିଣ୍ଡା ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ କୌଶିକ ପ୍ରଧାନ, କିସିଣ୍ଡା ଥାନା ଏଏସଆଇ, ନାକଟିଦେଉଳ ଅଗ୍ନିଶମ ଅଧିକାରୀ ପ୍ରମୁଖ ଅତିଥି ଭାବରେ ଯୋଗଦେଇଥିଲେ। ଜଙ୍ଗଲରେ ନିଆଁ ଲାଗୁଥିବାରୁ ପରିବେଶ କେମିତି ଦୂଷିତ ହେଉଛି ଓ ଜୀବଜନ୍ତୁଙ୍କ ଜୀବନ ହାନୀ ହେଉଛି ସେ ସମ୍ପର୍କରେ ଅତିଥି ମାନେ ଆଲୋଚନା କରିଥିଲେ। ଜଙ୍ଗଲରେ ନିଆଁ ଲଗାଉଥିବା ବ୍ୟକ୍ତି ଧରାପଡିଲେ ବିଭାଗ ପକ୍ଷରୁ ଜୋରୀମାନା ସହ ଦ୍ରୁଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରଯିବ ବୋଲି ବିଭାଗ ତରଫରୁ ସୂଚନା ଦିଆଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଫରେଷ୍ଟର ଅନୁରାଧା ଖର୍ସେଲ, ଭୁବନେଶ୍ବର ପାଣି, ଯତୀନ୍ଦ୍ର ମାଝୀ, ଫରେଷ୍ଟ ଗାର୍ଡ ଅଶୋକ କୁମାର କିସାନ୍, ନିହାର ରଞ୍ଜନ ବଡପଣ୍ଡା, ଲିଲି ବିଶିଙ୍କ ସହ ବନ୍ୟପ୍ରାଣୀ ବନାଞ୍ଚଳର ସମସ୍ତ କର୍ମଚାରୀ, କେନ୍ଦୁପତ୍ର ବନାଞ୍ଚଳର କର୍ମଚାରୀ, ବନ ସୁରକ୍ଷା ସମିତିର ସଦସ୍ୟ, ସଦସ୍ୟା, ଅଗ୍ନିଶମ କର୍ମଚାରୀ, ସ୍ବୟଂସହାୟିକା ଗୋଷ୍ଠି ସଦସ୍ୟା ଉପସ୍ଥିତ ରହିଥିଲେ।

କିସିଣ୍ଡା ଜଙ୍ଗଲ ନିଆଁ ନିରାକରଣ ନାକଟିଦେଉଳ ବ୍ଲକ୍
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ସାହେବୀରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ଜୀବନ କୌଶଳ ଉପରେ ସଚେତନତା କାର୍ଯ୍ୟକ୍ରମ

September 12, 2026
Latest News

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.