Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ନୂଆ ଜେଏମଏଫସି ଇପ୍ସିତା ପ୍ରିୟାଏକ୍କାଙ୍କୁ ସ୍ୱାଗତ
ଆଞ୍ଚଳିକ

ବାଣପୁର ନୂଆ ଜେଏମଏଫସି ଇପ୍ସିତା ପ୍ରିୟାଏକ୍କାଙ୍କୁ ସ୍ୱାଗତ

February 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ନୂଆ ଜେଏମଏଫସି ଇପ୍ସିତା ପ୍ରିୟାଏକ୍କାଙ୍କୁ ସ୍ୱାଗତ

ବାଣପୁର: ଆଜି ବାଣପୁର କୋର୍ଟର ନୂତନ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି (ଜେଏମଏଫସି) ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଇପ୍ସିତା ପ୍ରିୟା ଏକ୍କା। ଏହି ଅବସରରେ ତାଙ୍କୁ ବାଣପୁର ଓକିଲ ସଂଘ ପକ୍ଷରୁ ସ୍ୱାଗତ କରାଯାଇଥିଲା। ସଂଘ ସଭାପତି ବୃନ୍ଦାବନ ପ୍ରଧାନ, ସମ୍ପାଦକ ରଞ୍ଜନ କୁମାର ବେଦମତ୍ତାଙ୍କ ସମେତ ଉପସଭାପତି ରାମଚନ୍ଦ୍ର ପଲେଇ, ସହ ସମ୍ପାଦକ ନରେନ୍ଦ୍ର ନାୟକ, କାର୍ଯ୍ୟକାରୀ ସଭ୍ୟ ସନ୍ତୋଷ ମହାପାତ୍ର, ଦେବବ୍ରତ ବଡ଼ଜେନା ଏବଂ ଆଇନଜୀବୀ ସୀତାରାମ ଅଗ୍ରୱାଲ ଆଦି ନୂତନ ବିଚାରପତିଙ୍କୁ ଭେଟି ପୁଷ୍ପଗୁଛ ଦେଇ ସ୍ୱାଗତ ଜଣାଇଥଲେ।

ନୂତନ ବିଚାରପତି ବାଣପୁର ଓକିଲ ସଂଘର ସମସ୍ତ ପ୍ରକାର ସହଯୋଗ ଲୋଡ଼ିବା ସହ ବାର ଓ ବେଞ୍ଚ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି କୋର୍ଟ କାର୍ଯ୍ୟ କିପରି ସୁରୁଖୁରୁରେ ଜାରି ରହିବ ତାହାଉପରେ ଗୁରୁତ୍ୱ ଦେବେ ବୋଲି କହିଥିଲେ। ସୂଚନା ଥାଉକି ପୂର୍ବତନ ବାଣପୁର ଜେଏମଏଫସି ସ୍ନାତକୀ ଦାସଙ୍କ ନୂଆପଡା ଏସଡିଜେଏମ ଭାବେ ବଦଳି ହେବାପରେ କେନ୍ଦ୍ରାପଡ଼ା ଜେଏମଏଫସି ଭାବେ କାର୍ଯ୍ୟରତ ଇପ୍ସିତା ପ୍ରିୟା ଏକ୍କା ନୂତନ ବାଣପୁର ଜେଏମଏଫସି ଭାବେ ଯୋଗ ଦେଇଛନ୍ତି।

banpur ବାଣପୁର ବାଣପୁର ଓକିଲ ସଂଘ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ଦିଲ୍ଲୀରେ ଅବୈଧ ଏଲପିଜି ସିଲିଣ୍ଡର କାରବାର: ବଡ଼ ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 18, 2026

କେନ୍ଦ୍ରାପଡ଼ାର କୁସୁନପୁରରେ ଉଦ୍ଘାଟିତ ହେଲା ସିଏସଆଇଆର ‘ସ୍ମାର୍ଟ ଭିଲେଜ’

March 18, 2026

ନୋରା ଫତେହିଙ୍କ ବିବାଦୀୟ ଗୀତ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

March 18, 2026

ବିଜେପିରେ ଯୋଗଦେଲେ ସାଂସଦ ପ୍ରଦ୍ୟୁତ ବୋରଦୋଲୋଇ: ଗତକାଲି କଂଗ୍ରେସରୁ ଦେଇଥିଲେ ଇସ୍ତଫା

March 18, 2026

ରେଢ଼ାଖୋଲ ଢୁଙ୍କଛାଲି ଜଙ୍ଗଲରେ ଦୁର୍ଦ୍ଧାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର: ୩ ସହଯୋଗୀ ଗିରଫ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.