Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କବି ତଥା ପ୍ରଶାସକ କ୍ଷମାନିଧି ଭୋଇଙ୍କୁ ଦୁର୍ଗା ମାଧବ ସ୍ମାରକୀ କବିତା ପୁରସ୍କାର
ଆଞ୍ଚଳିକ

କବି ତଥା ପ୍ରଶାସକ କ୍ଷମାନିଧି ଭୋଇଙ୍କୁ ଦୁର୍ଗା ମାଧବ ସ୍ମାରକୀ କବିତା ପୁରସ୍କାର

February 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): କବି ତଥା ପ୍ରଶାସକ କବି କ୍ଷମାନିଧି ଭୋଇଙ୍କୁ ସମାରୋହ ପତ୍ରିକାର ବାର୍ଷିକ ଉତ୍ସବରେ “ଦୁର୍ଗା ମାଧବ ସ୍ମାରକୀ କବିତା ପୁରସ୍କାର”
ପ୍ରଦାନ କରାଯାଇଛି। ବୁଦ୍ଧ ମନ୍ଦିର ଠାରେ ଅନିଷ୍ଠିତ ଏକ ରାଜ୍ୟସ୍ତରୀୟ ସମାରୋହ ପତ୍ରିକାର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ ସାହିତ୍ୟିକ ତରୁଣ କାନ୍ତି ମିଶ୍ର, ସାହିତ୍ୟିକ ଅସିତ ମହାନ୍ତି ପ୍ରମୁଖ ଯୋଗଦେଇ କବି କ୍ଷମା ନିଧି ଭୋଇ ଙ୍କୁ ପୁରସ୍କୃତ କରିଥିଲେ।

କବି ତଥା ପ୍ରଶାସକ କ୍ଷମାନିଧି ଭୋଇ ନାକଟିଦେଉଳ ବ୍ଲକର ବିଡ଼ିଓ ଭାବରେ ଅବସ୍ଥାପିତ।  ତାଙ୍କର କବିତା ପୁସ୍ତକ “କର୍ଣ୍ଣିକା” ଓ “କେମିତି କହିବି କୁହ” ପ୍ରକାଶିତ ଏବଂ ଓଡିଶାର ପ୍ରତିଷ୍ଠିତ ପତ୍ର ପତ୍ରିକାରେ ତାଙ୍କ ଲେଖା ପ୍ରକାଶିତ।

କ୍ଷମାନିଧି ଭୋଇ ବୁଦ୍ଧ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026
Latest News

କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା

August 26, 2026

ଶିକ୍ଷକ କର୍ମଚାରୀଙ୍କର ଦାବିକୁ ଅବିଳମ୍ବେ ମାନି ନିଅନ୍ତୁ ସରକାର: ସମନ୍ୱୟ ସମିତି

August 26, 2026

ରାସ୍ତାରେ ଧାନ ରୋପଣ କରି ଅଭିନବ ପ୍ରତିବାଦ: ଦାବି ନମାନିଲେ ଭୋଟ ବର୍ଜନ ନିଷ୍ପତ୍ତି

August 26, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ବାତିଲ ହେଲା ଏହି ଟ୍ରେନ୍

August 26, 2026

ଭାରତର ବିଜୟରେ ବାଧା ସୃଷ୍ଟି କରିବ କି ବର୍ଷା?: ଜାଣନ୍ତୁ କିପରି ରହିବ କଲମ୍ବୋରେ ପାଗ

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.