Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବରିଷ୍ଠ ନାଗରିକ ସଂଘର ଦିବଙ୍ଗତ ସାଥୀ ସଭ୍ୟଙ୍କ ସ୍ମୃତି ଚାରଣ ଉଦ୍ଦେଶ୍ୟରେ ଶୋକସଭା
ଆଞ୍ଚଳିକ

ବାଣପୁର ବରିଷ୍ଠ ନାଗରିକ ସଂଘର ଦିବଙ୍ଗତ ସାଥୀ ସଭ୍ୟଙ୍କ ସ୍ମୃତି ଚାରଣ ଉଦ୍ଦେଶ୍ୟରେ ଶୋକସଭା

February 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ସ୍ଥିତ କୋଟବିଦ୍ୟାଧରପୁର ଶାସନ ନିବାସୀ ପ୍ରସନ୍ନ କୁମାର ଶତପଥୀଙ୍କର ଗତ ତା ୩୧.୦୧.୨୦୨୫ ରିଖ ଦିନ ୬୮ ବର୍ଷରେ ଆକସ୍ମିକ ଦେହାନ୍ତ ହୋଇଯାଇଛି। ସେ ଅବସରପ୍ରାପ୍ତ ପୁଲିସ ଅଧୀକ୍ଷକ ସ୍ୱର୍ଗତ ମାକଣ୍ଡେୟ ଶତପଥୀଙ୍କ କନିଷ୍ଠ ପୁତ୍ର। ଦିବଙ୍ଗତ ସାଥୀ ସଭ୍ୟଙ୍କ ସ୍ମୃତି ଚାରଣ ଉଦ୍ଦେଶ୍ୟରେ ବାଣପୁର ବରିଷ୍ଠ ନାଗରିକ ସଂଘର ସଭାପତି ଡ. ଚିନ୍ତାମଣି ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଶୋକସଭା ବିଧାରପୁର ସ୍ଥିତ ଶୁଭ ମଙ୍ଗଳ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଥିଲା।

ସ୍ଵର୍ଗତ ଶତପଥୀଙ୍କର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ତାଙ୍କର ସାଥୀବତ୍ସଳତା, କର୍ମତତ୍ପରତା, ସଂଘ-ଅନୁଗତ୍ୟ ଓ ପ୍ରକୃତିପ୍ରେମୀ ଗୁଣ ଗୁଡ଼ିକ ବିଷୟରେ ସଂଘର ସଭ୍ୟମାନେ ନିଜ ନିଜର ବକ୍ତବ୍ୟରେ ଉପସ୍ଥାପନ କରିଥିଲେ। ଏ ଦୁଃଖଦ ସମୟରେ ସ୍ଵର୍ଗତ ଶତପଥୀଙ୍କ ପ୍ରିୟଜନ ଓ ପରିବାରବର୍ଗଙ୍କୁ ଇଶ୍ଵର ଧୈର୍ଯ୍ୟ ଓ ଶକ୍ତି ଦିଅନ୍ତୁ କାମନା କରି ଏକ ପ୍ରସ୍ତାବ ଗୃହିତ ହୋଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026

ବାଣପୁର ସାହାସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୯୯ ତମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ

January 30, 2026
Latest News

ଆଇଟି ସେବା ନିମନ୍ତେ ନିରାପଦ ସ୍ଥାନ ପାଇବାର ସୀମା ୩୦୦ କୋଟିରୁ ୨୦୦୦ କୋଟିକୁ ବୃଦ୍ଧି

February 1, 2026

ଷୋଡ଼ଶ ଆର୍ଥିକ କମିଶନଙ୍କ ସୁପାରିଶକୁ ସରକାରଙ୍କ ସ୍ୱୀକୃତି: ରାଜ୍ୟଗୁଡ଼ିକୁ ମିଳିବ ୪୧% କେନ୍ଦ୍ରୀୟ ଟିକସ

February 1, 2026

“କେରଳର ନାମ ଉଲ୍ଲେଖ ନାହିଁ”: ବଜେଟ୍ ଉପରେ ଶଶି ଥରୁରଙ୍କ ପ୍ରଥମ ପ୍ରତିକ୍ରିୟା

February 1, 2026

ଇସଲାମ ଛାଡି ହିନ୍ଦୁ ନାମ ରଖିଛନ୍ତି କି ଉର୍ଫି ଜାଭେଦ?: ସ୍ପଷ୍ଟ କଲେ ଅଭିନେତ୍ରୀ

February 1, 2026

ବଜେଟ 2026 କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ପ୍ରତିକ୍ରିୟା, କହିଲେ…….

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.