Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଳକ୍ ସ୍ତରୀୟ ପ୍ରେରଣା ପ୍ରଶିକ୍ଷଣ ଉଦଯାପିତ
ଆଞ୍ଚଳିକ

ବାଣପୁର ବ୍ଳକ୍ ସ୍ତରୀୟ ପ୍ରେରଣା ପ୍ରଶିକ୍ଷଣ ଉଦଯାପିତ

February 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ବ୍ଳକ୍ ଅଧିନସ୍ଥ ସରକାରୀ ଉଚ୍ଚ ବିଦ୍ୟାଳୟ ବାଣପୁର -୧ ଠାରେ ପଞ୍ଚ ଦିବସୀୟ ପ୍ରଶିକ୍ଷଣ ଶିବିର “ପ୍ରେରଣା ” ଗତ ୧୦ ତାରିଖ ଠାରୁ ଆରମ୍ଭ ହୋଇ ୧୪ ତାରିଖ ରେ ଉଦଯାପିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ବାରା ଉକ୍ତ ପ୍ରଶିକ୍ଷଣ ବାଣପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ଆୟୋଜିତ ହୋଇଯାଇଛି। ଏହି ପ୍ରଶିକ୍ଷଣ ଶିବିରରେ ନୂତନ ଭାବେ ନିଯୁକ୍ତି ପାଇଥିବା ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ମଧ୍ୟରୁ ୪୨ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନୂତନ ପଦ୍ଧତିରେ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି। ସମ୍ବଳ ଶିକ୍ଷକ ତଥା ସାଧନ କର୍ମୀ ସନ୍ତୋଷ କୁମାର ଷଡଙ୍ଗୀ, ବିଭୂତି ଭୂଷଣ ଦାଶ, ଦିଲ୍ଲୀପ କୁମାର ନିଶଙ୍କ , ସୁମତୀ ଘଡାଇ ପ୍ରମୁଖ ପ୍ରଶିକ୍ଷଣ ପ୍ରଦାନ କରିଥିଲେ।

ବ୍ଳକ୍ ଶିକ୍ଷା ଅଧିକାରିଣୀ ସି ଏଚ୍ ବିଜୟା ଲକ୍ଷ୍ମୀ, ପ୍ରଧାନ ଶିକ୍ଷୟିତ୍ରୀ ଝରଣା ଓଝା, ବି ଆର୍ ସି ସି ପ୍ରଭାତ କୁମାର ସେଠୀ ଉକ୍ତ ପ୍ରଶିକ୍ଷଣ ଶିବିରରେ ଯୋଗଦାନ କରି ପ୍ରଶିକ୍ଷାର୍ଥୀ ମାନଙ୍କୁ ପ୍ରେରଣା ପ୍ରଶିକ୍ଷଣ ର ଉଦ୍ଦେଶ୍ୟ କିପରି ଭାବରେ ବିଦ୍ୟାଳୟ ମାନଙ୍କରେ ପ୍ରତିଫଳିତ ହେବ ସେଥିପାଇଁ ସମସ୍ତେ ଚେଷ୍ଟିତ ହେବା ପାଇଁ ପରାମର୍ଶ ଦେଇଥିଲେ। ଉଭୟ ଶିଶୁ ଓ ରାଷ୍ଟ୍ରର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶିକ୍ଷକ ମାନଙ୍କୁ ପ୍ରେରଣା ଦେବା ଅନର୍ବାର୍ଯ୍ୟ ଅଟେ। ପରିଶେଷରେ ସମସ୍ତ ପ୍ରଶିକ୍ଷାର୍ଥୀମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ପହିଲି ରଜରେ ସମଗ୍ର ବାଣପୁର ଅଞ୍ଚଳ ଚଳଚଞ୍ଚଳ: ରଜ ପାଳିଲେ ମା’ ଭଗବତୀ

June 14, 2026
Latest News

ସୋଆ ଆଭିଏସ୍‌ଏଏଚ୍ ପକ୍ଷରୁ ଛାତ୍ରଛାତ୍ରୀଙ୍କ କର୍ମାଭିମୁଖୀ ଆଲୋଚନାଚକ୍ର ଆୟୋଜିତ

June 20, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସମର୍ଥନ କଲେ ଶଶି ଥରୁର: ରାହୁଲ ଗାନ୍ଧୀଙ୍କୁ ଆକ୍ରମଣ କଲା ବିଜେପି

June 20, 2026

ନାରୀ ସୁରକ୍ଷା ଓ ଆଇନଶୃଙ୍ଖଳା ପ୍ରସଙ୍ଗରେ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

June 20, 2026

ଭୁଶୁଡ଼ିଲା ନିର୍ମାଣାଧୀନ ଛାତ: ୫ ମୃତ , ୩୦ରୁ ଅଧିକ ଭକ୍ତ ଫସି ରହିଥିବା ଆଶଙ୍କା

June 20, 2026

NEET UG ପୁନଃପରୀକ୍ଷାରେ ବାୟୋମେଟ୍ରିକ୍ସ ବିଫଳ ହେଲେ କ’ଣ କରିବେ?: ପଢନ୍ତୁ NTA ର ଯୋଜନା

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.