Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ସାହସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ
ଆଞ୍ଚଳିକ

ବାଣପୁର: ସାହସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

February 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ସାହସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତା ୧୮.୦୨.୨୦୨୫ ରିଖ ମଙ୍ଗଳବାର ଦିନ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି – ଅମରେନ୍ଦ୍ର ରଣସିଂହ ବ୍ଲକ ଅଧକ୍ଷ, ମୁଖ୍ୟ ବକ୍ତା – ଅନନ୍ତ ଚରଣ ଖଟେଇ, ସମ୍ମାନୀତ ଅତିଥି – ପ୍ରମୋଦ କୁମାର ପାତ୍ର CRCC, ବିଶ୍ଵନାଥ ନାୟକ, ବସନ୍ତ ମୁଦୁଲି, ମହେଶ୍ୱର ନାୟକ ୱାର୍ଡମେମ୍ବର, ଭାବେ ଯୋଗ ଦେଇଥିଲେ। ଆୟୋଜିତ ସଭାରେ କାର୍ତ୍ତିକ ବାରିକ ସରପଞ୍ଚ ସଭାପତିତ୍ବ କରିଥିଲେ।

ସମସ୍ତ କାର୍ଯ୍ୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୋମନାଥ ପ୍ରଧାନ ଓ ସହକାରୀ ଶିଷକ ସତ୍ୟନାରାୟଣ ପ୍ରଧାନ, ତ୍ରିନାଥ ନାୟକ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ମାନସ ରଂଜନ ହୋତା, ସୁରଂଜିକା ବେହେରା, ସୁଭଲକ୍ଷ୍ମୀ କାଣ୍ଡି , ପ୍ରଜ୍ଞା ପାରମିତା ନାୟକ ଆଦି ସହଯୋଗ କରିଥିଲେ। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ପରିଶେଷରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ବାଣପୁର ବ୍ଲକ ବାର୍ଷିକ ପୁରସ୍କାର ବିତରଣ ସାହସପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରଜବିଳାସ ସାହିତ୍ୟ ଇ-ପତ୍ରିକାର ଚ଼ତୁର୍ଥ ସଂସ୍କରଣ ଲୋକାର୍ପିତ

October 21, 2025

ନାଚୁଣୀ ମହାବିଦ୍ୟାଳୟରେ ପୋଷଣ ମାସ-୨୦୨୫ କାର୍ଯ୍ୟକ୍ରମ

October 18, 2025

ବାଣପୁର: ସ୍ଵର୍ଗତ କାଗଜୀ ପାଇକରାୟଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା

October 17, 2025

ବାଲୁଗାଁ ମହାବିଦ୍ୟାଳୟରେ ପୋଷଣ ସଚେତନତା କାର୍ଯ୍ୟକ୍ରମ

October 17, 2025
Latest News

ପୋଲିସ ଶହୀଦ ସ୍ମାରକୀ ଦିବସରେ ବୀର ପୋଲିସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

October 21, 2025

ପୂର୍ବ ତଟ ରେଳପଥ ମହାପ୍ରବନ୍ଧଙ୍କ ବ୍ୟାପକ ଯାତ୍ରୀ ସୁବିଧା ଏବଂ ସୁରକ୍ଷା ଅଭିଯାନର ସମୀକ୍ଷା

October 21, 2025

ସ୍ୱଚ୍ଛତା ଓ ମାମଲା ସମାଧାନ ପାଇଁ ‘ସ୍ୱତନ୍ତ୍ର ଅଭିଯାନ ୫.୦’ ଜାରି

October 21, 2025

ନୂଆପଡ଼ା ଉପ-ନିର୍ବାଚନ: ପୋଲିସ୍ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତିକୁ ସମୀକ୍ଷା କଲେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ

October 21, 2025

ପୋଲିସ ସ୍ମୃତି ଦିବସ: ପ୍ରାଣବଳି ଦେଇଥିବା ସାହସୀ ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରତିରକ୍ଷା ମନ୍ତ୍ରୀ

October 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.