Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ସାହସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ
ଆଞ୍ଚଳିକ

ବାଣପୁର: ସାହସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

February 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ସାହସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତା ୧୮.୦୨.୨୦୨୫ ରିଖ ମଙ୍ଗଳବାର ଦିନ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି – ଅମରେନ୍ଦ୍ର ରଣସିଂହ ବ୍ଲକ ଅଧକ୍ଷ, ମୁଖ୍ୟ ବକ୍ତା – ଅନନ୍ତ ଚରଣ ଖଟେଇ, ସମ୍ମାନୀତ ଅତିଥି – ପ୍ରମୋଦ କୁମାର ପାତ୍ର CRCC, ବିଶ୍ଵନାଥ ନାୟକ, ବସନ୍ତ ମୁଦୁଲି, ମହେଶ୍ୱର ନାୟକ ୱାର୍ଡମେମ୍ବର, ଭାବେ ଯୋଗ ଦେଇଥିଲେ। ଆୟୋଜିତ ସଭାରେ କାର୍ତ୍ତିକ ବାରିକ ସରପଞ୍ଚ ସଭାପତିତ୍ବ କରିଥିଲେ।

ସମସ୍ତ କାର୍ଯ୍ୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୋମନାଥ ପ୍ରଧାନ ଓ ସହକାରୀ ଶିଷକ ସତ୍ୟନାରାୟଣ ପ୍ରଧାନ, ତ୍ରିନାଥ ନାୟକ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ମାନସ ରଂଜନ ହୋତା, ସୁରଂଜିକା ବେହେରା, ସୁଭଲକ୍ଷ୍ମୀ କାଣ୍ଡି , ପ୍ରଜ୍ଞା ପାରମିତା ନାୟକ ଆଦି ସହଯୋଗ କରିଥିଲେ। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ପରିଶେଷରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ବାଣପୁର ବ୍ଲକ ବାର୍ଷିକ ପୁରସ୍କାର ବିତରଣ ସାହସପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Latest News

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026

Konark Dance & Music Festival: ବେଶ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ଶେଷ ହୋଇଛି କୋଣାର୍କ ନୃତ୍ୟ ଉତ୍ସବ

February 23, 2026

ମଣିଶଙ୍କର ଆୟାରଙ୍କ ଉପରେ ବର୍ଷିଲେ ଉଦିତ ରାଜ: ଟିଏମସିରେ ଯୋଗଦେବା ପାଇଁ ଦେଲେ ପରାମର୍ଶ

February 23, 2026

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

“ଗାନ୍ଧୀ ଜୀ ଭାରତର ନୁହଁନ୍ତି, ବରଂ ପାକିସ୍ତାନର…”: ବିଜେପି ବିଧାୟକଙ୍କ ବିବାଦୀୟ ବିବୃତ୍ତି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.