Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚ଼ିଲିକାରେ ବିଭିନ୍ନ ରାସ୍ତା ନିର୍ମାଣ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ
ଆଞ୍ଚଳିକ

ଚ଼ିଲିକାରେ ବିଭିନ୍ନ ରାସ୍ତା ନିର୍ମାଣ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

February 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚ଼ିଲିକା: ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ରେ ଚ଼ାଲୁଥିବା ବିଭିନ୍ନ ରାସ୍ତା ନିର୍ମାଣ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା ବୈଠକରେ‌ ଓଡ଼ିଶା ସରକାରଙ୍କ ମାନ୍ୟବର ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ପ୍ରକଳ୍ପ ଗୁଡ଼ିକ ବିଷୟରେ ମୁଖ୍ୟଯନ୍ତ୍ରୀ (ରାସ୍ତା) ବଶିଷ୍ଠ ପଟ୍ଟନାୟକ, ଖୋର୍ଦ୍ଧା ଆରଆଣ୍ଡବି ବିଭାଜନର ମୁଖ୍ୟ ଯନ୍ତ୍ରୀ ଶିବଲାଲ୍ ସାହୁଙ୍କ ସହ ଅନ୍ୟ ଅଧିକାରୀ ମାନଙ୍କ ସହ ବିସ୍ତୃତ ଭାବେ ଆଲୋଚ଼ନା କରିଥିଲେ।

ଉକ୍ତ ବୈଠକରେ ଏନଏଚ-୫ ଠାରୁ ବାଲୁଗାଁ ବାଇପାସ୍ ରୋଡ଼ ର ଉନ୍ନତିକରଣ,ବାଣପୁର ଠାରୁ ଆୟତପୁର ରୋଡ଼ର ପ୍ରଶସ୍ତିକରଣ ଓ ଉନ୍ନତିକରଣ,ବାଲୁଗାଁ ରୋଡ଼ ଠାରୁ ପ୍ରତାପ ରୋଡ଼ର ପ୍ରଶସ୍ତିକରଣ ଓ ଉନ୍ନତିକରଣ, ଏନଏଚ-୧୬ ରୁ କାଳୁପଡ଼ାଘାଟ ରାସ୍ତାର‌ ପ୍ରଶସ୍ତିକରଣ, ମା’ ଭଗବତୀ ମନ୍ଦିରର ରାସ୍ତାର ଉନ୍ନତିକରଣ, ଶ୍ରୀ ଚ଼ଣ୍ଡେଶ୍ବର ମନ୍ଦିରର ଉନ୍ନତିକରଣ ବିଷୟରେ ଆଲୋଚ଼ନା କରିଥିଲେ।

ଆବଶ୍ୟକ ଗୁଣବତ୍ତା ବଜାୟ ରଖି କାର୍ଯ୍ୟର‌ ଅଗ୍ରଗତିକୁ ତ୍ବରାନ୍ବିତ କରିବା ଏବଂ ସମସ୍ତ ପ୍ରକଳ୍ପ ଗୁଡିକୁ ଠିକ୍ ସମୟରେ ସମାପ୍ତ କରିବା ପାଇଁ ଉପସ୍ଥିତ ଅଧିକାରୀ ମାନଙ୍କୁ‌ ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ନିର୍ଦ୍ଦେଶ ଦେଇଥିଲେ।

ଚିଲିକା ପୃଥ୍ୱୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

“ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬” ଜୋନ୍ ସ୍ତରୀୟ ବକ୍ତା ପ୍ରଶିକ୍ଷଣ କର୍ମଶାଳା

March 9, 2026

ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ

March 7, 2026

ନିର୍ମାଣ ସାମଗ୍ରୀର ସର୍ବଶ୍ରେଷ୍ଠ ମୂଲ୍ୟ ନିର୍ଦ୍ଧାରଣ ଉପରେ ବିସ୍ତୃତ ଆଲୋଚ଼ନା କଲେ ପୃଥ୍ୱୀରାଜ ହରିଚ଼ନ୍ଦନ

March 7, 2026
Latest News

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026

ଆଜି ମାର୍ଚ୍ଚ ୧୦ ତାରିଖ ମଙ୍ଗଳବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

March 10, 2026

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.