Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ଚଣ୍ଡେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମିଳିତ ଜନ ଶୁଣାଣି
ଆଞ୍ଚଳିକ

ଚିଲିକା: ଚଣ୍ଡେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମିଳିତ ଜନ ଶୁଣାଣି

February 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା: ଖୋର୍ଦ୍ଧା ଜିଲ୍ଲାର ଚିଲିକା ପଞ୍ଚାୟତ ସମିତି ଅନ୍ତର୍ଗତ ଚଣ୍ଡେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟରେ ଆଜି ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି।

ମୋଟ ୧୮୮ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୭୫ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୦୭ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୦୪ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ମୁଖ୍ୟ ମନ୍ତ୍ରୀଙ୍କ ସହାୟତା ପାଣ୍ଠି ରୁ ଆର୍ଥିକ ସହାୟତା ରାଶି ଯଥାକ୍ରମେ ୧୦,୦୦୦ଟଙ୍କା ଏବଂ ୫୦୦୦ ଟଙ୍କା କରି ୨ ଜଣ ହିତାଧିକାରୀଙ୍କୁ ପ୍ରଦାନ କରାଯାଇଥିଲା।

ଆଜିର ମିଳିତ ଜନଶୁଣାଣି ଅବସରରେ, ଆରକ୍ଷୀ ଅଧିକ୍ଷକ ସାଗରିକା ନାଥ, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଉପ ଜିଲ୍ଲାପାଳ କିଶୋର ପଣ୍ଡା, ତହସିଲଦାର କାନ୍ହୁ ଚରଣ ଘଡେଇ, ବିଡ଼ିଓ ପୁନମ ମହାପାତ୍ର,ସ୍ଥାନୀୟ ସରପଞ୍ଚ,
ସି ଡ଼ିଏମ୍ଓ ରାଜଲକ୍ଷ୍ମୀ ପଟ୍ଟନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ, ଆସିଷ୍ଟାଣ୍ଟ କଲେକ୍ଟର ଓ ଅନ୍ୟ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଚଞ୍ଚଳ ରାଣା ଚଣ୍ଡେଶ୍ୱର ଚିଲିକା ମିଳିତ ଜନ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ସାଇକେଲ ସଚେତନତା ରାଲି

January 26, 2026

ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

January 26, 2026

ଡ଼ଃ ଆର୍ ପୁଷ୍ପାଞ୍ଜଳିଙ୍କ ଗଳ୍ପ ସଙ୍କଳନ “ନିଜକୁ ନାୟିକା ମନେକରି” ର ଲୋକାର୍ପଣ

January 25, 2026

ଗିରିଧରପୁର ପ୍ରାଥମିକ ଓ ଆଞ୍ଚଳିକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

January 24, 2026
Latest News

ଟ୍ରମ୍ପଙ୍କୁ ଝଟକା ଦେବେ କାନାଡା ପ୍ରଧାନମନ୍ତ୍ରୀ!: ଖୁବ୍ ଶୀଘ୍ର ଭାରତ ସହ କରିବେ ବଡ଼ ଚୁକ୍ତି

January 27, 2026

ଭୁବନେଶ୍ବରରେ ଆରମ୍ଭ ହେଲା ଆଦିବାସୀ ମେଳା

January 27, 2026

ଆଜି ଜାନୁୟାରୀ ୨୭ ତାରିଖ ମଙ୍ଗଳବାରରେ ଏହି ରାଶି ବ୍ୟକ୍ତିମାନେ ହେବେ ଭାଗ୍ୟବାନ

January 27, 2026

ଚତୁର୍ଥ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

January 26, 2026

ଗଣତନ୍ତ୍ର ଦିବସ ପରେଡ: ଭାରତର କାହାଣୀକଥନ ପରମ୍ପରା ଏବଂ ୱେଭ୍‌ସ ଦୃଷ୍ଟିକୋଣର ଶକ୍ତିଶାଳୀ ପ୍ରଦର୍ଶନ

January 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.