Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ଚଣ୍ଡେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମିଳିତ ଜନ ଶୁଣାଣି
ଆଞ୍ଚଳିକ

ଚିଲିକା: ଚଣ୍ଡେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମିଳିତ ଜନ ଶୁଣାଣି

February 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା: ଖୋର୍ଦ୍ଧା ଜିଲ୍ଲାର ଚିଲିକା ପଞ୍ଚାୟତ ସମିତି ଅନ୍ତର୍ଗତ ଚଣ୍ଡେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟରେ ଆଜି ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି।

ମୋଟ ୧୮୮ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୭୫ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୦୭ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୦୪ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ମୁଖ୍ୟ ମନ୍ତ୍ରୀଙ୍କ ସହାୟତା ପାଣ୍ଠି ରୁ ଆର୍ଥିକ ସହାୟତା ରାଶି ଯଥାକ୍ରମେ ୧୦,୦୦୦ଟଙ୍କା ଏବଂ ୫୦୦୦ ଟଙ୍କା କରି ୨ ଜଣ ହିତାଧିକାରୀଙ୍କୁ ପ୍ରଦାନ କରାଯାଇଥିଲା।

ଆଜିର ମିଳିତ ଜନଶୁଣାଣି ଅବସରରେ, ଆରକ୍ଷୀ ଅଧିକ୍ଷକ ସାଗରିକା ନାଥ, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଉପ ଜିଲ୍ଲାପାଳ କିଶୋର ପଣ୍ଡା, ତହସିଲଦାର କାନ୍ହୁ ଚରଣ ଘଡେଇ, ବିଡ଼ିଓ ପୁନମ ମହାପାତ୍ର,ସ୍ଥାନୀୟ ସରପଞ୍ଚ,
ସି ଡ଼ିଏମ୍ଓ ରାଜଲକ୍ଷ୍ମୀ ପଟ୍ଟନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ, ଆସିଷ୍ଟାଣ୍ଟ କଲେକ୍ଟର ଓ ଅନ୍ୟ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଚଞ୍ଚଳ ରାଣା ଚଣ୍ଡେଶ୍ୱର ଚିଲିକା ମିଳିତ ଜନ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

ରେଳ ସୁରକ୍ଷା କମିଶନରଙ୍କ ଦ୍ୱାରା କାକିରିଗୁମା–ଲକ୍ଷ୍ମୀପୁର ରୋଡ୍ ନବନିର୍ମିତ ଦ୍ୱିତୀୟ ରେଳ ଲାଇନ୍ ନିରୀକ୍ଷଣ

October 1, 2026

ୟୁପି କଂଗ୍ରେସ ସଭାପତି ହେବେ ଆରାଧନା ମିଶ୍ର!: ଅଜୟ ରାୟଙ୍କ ହେବ ଛୁଟି

October 1, 2026

ଆହତ କାରଣରୁ ତୃତୀୟ ଏକଦିବସୀୟରୁ ବାଦ ପଡିଲେ ପ୍ରସିଦ୍ଧ କୃଷ୍ଣ: ଏହି ଯୁବ ଦ୍ରୁତ ବୋଲରଙ୍କୁ ସୁଯୋଗ

October 1, 2026

ଶ୍ରୀମନ୍ଦିର ଉତ୍ତର ଦ୍ୱାରରେ ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା

October 1, 2026

ସମତା ଏକ୍ସପ୍ରେସ୍‌ରେ ଜିଆର୍‌ପିର ଚଢ଼ାଉ: ଗଞ୍ଜେଇ ଜବତ, ୬ ମହିଳା ଗିରଫ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.