Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ତୁମୁରାପୁଟ ପଞ୍ଚାୟତରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର ତୁମୁରାପୁଟ ପଞ୍ଚାୟତରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ତୁମୁରାପୁଟ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ସଡ଼କ ସୁରକ୍ଷା, ଏମଏସିଟି, ଯାନବାହାନ ଅଧିନିୟମ, ବିକଳ୍ପ ବିବାଦ ସମାଧାନ ସୂତ୍ର ଓ ସ୍ଥାୟୀ ଲୋକ ଅଦାଲତ ଆଦି ବିଷୟରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବାଣପୁର କୋର୍ଟ ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଅଧ୍ୟକ୍ଷତା କରିଥିବା ବେଳେ, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଇପ୍ସିତା ପ୍ରିୟା ଏକ୍କା, ସରପଞ୍ଚ ଅକ୍ଷୟ ସେଠି,ଫ୍ରଣ୍ଟ ଅଫିସ ରିଟେନର ଦେବି ସାମନ୍ତରାୟ,ଆଇନ ସେବା ସମିତିର ସଦସ୍ୟ ଆଇନଜୀବୀ ଜଗଦୀଶ ପଟ୍ଟନାୟକ ଓ ବିପ୍ଳବ ମୁଦୁଲି ଉପସ୍ଥିତ ରହି ନିଜର ବକ୍ତବ୍ୟ ରଖିଥିଲେ।

ଏହି ଅବସରରେ ବିଚାରପତି ଶ୍ରୀ ମହାପାତ୍ର ଉପସ୍ଥିତ ଜନସାଧାରଣଙ୍କୁ ସଡ଼କ ସୁରକ୍ଷା,ଏମଏସିଟି,ଯାନବାହାନ ଅଧିନିୟମ,ବିକଳ୍ପ ବିବାଦ ସମାଧାନ ସୂତ୍ର ଓ ସ୍ଥାୟୀ ଲୋକ ଅଦାଲତ ଆଦି ବିଷୟରେ ସଚେତନ କରାଇଥିଲେ। ଏବଂ ଏହାର ବିଭିନ୍ନ ଆଇନଗତ ଦିଗ ବିଷୟରେ ଆଲୋଚନା କରିଥିଲେ। ବିକଳ୍ପ ବିବାଦ ସମାଧାନ ସୂତ୍ର ଓ ସ୍ଥାୟୀ ଲୋକ ଅଦାଲତ ଦ୍ୱାରା ବିଭିନ୍ନ ମାମଲା ଆପୋଷ ସମାଧାନ ହୋଇଥାଏ ଯାହାଦ୍ୱାରା ନାଗରିକ ମାନେ ଅଯଥା କୋର୍ଟରେ ମାମଲରେ ଛନ୍ଦି ନହୋଇ ନ୍ୟାୟ ପାଇଥାନ୍ତି ବୋଲି ବିଚାରପତି କହିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବହୁ ସ୍ଥାନୀୟ ବାସିନ୍ଦା ଯୋଗଦେଇଥିଲେ।

ବାଣପୁର ବାଣପୁର ତାଲୁକ ଆଇନ ସେବା ସମିତି
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରେ ପଣ୍ତିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬, ଯୋଗ ଦେଲେ ଆଇନ ମନ୍ତ୍ରୀ

April 5, 2026

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Latest News

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.