Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୋଲେଷ୍ଟେରଲ୍ ବୃଦ୍ଧି ସଚେତନା ଓ ସ୍ଵାସ୍ଥ୍ୟ ଶିବିର
ଆଞ୍ଚଳିକ

କୋଲେଷ୍ଟେରଲ୍ ବୃଦ୍ଧି ସଚେତନା ଓ ସ୍ଵାସ୍ଥ୍ୟ ଶିବିର

March 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସହର ହରିହର ନଗର ପ୍ରଥମ ସାରଣୀ ସ୍ଥିତ ହରିହର ଭେଟ ମନ୍ଦିର ପ୍ରାଙ୍ଗଣରେ ମେଦ ରୋଗ ନିରାକରଣ ସଚେତନା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି ଚର୍ବି ବୃଦ୍ଧି ଦ୍ଵାରା ରକ୍ତଚାପ, ହୃଦୟ ରୋଗ, ମଧୁମେହ, ଯକୃତ ବିକାର ଓ ଧମନୀ କଠୋରତା ଆଦି ରୋଗ ହୁଏ। ଚିନ୍ତା, ଆଳସ୍ୟ,ବନସ୍ପତି ଘୃତ,ତୈଳ, କ୍ଷୀର ଜାତୀୟ ଖାଦ୍ୟ, ମାଂସ ଅଧିକ ଖାଇଲେ ଚର୍ବି ବୃଦ୍ଧି ହେବା ସହ ରକ୍ତରେ କୋଲେଷ୍ଟେରଲ୍ ବଢିଯାଏ। ଉପରୋକ୍ତ ଆହାର ଛାଡି କପାଳଭାତି, ଧନୁ, ଚକ୍ର ଆସନ, ପଶ୍ଚିମୋତ୍ତାସନ, ପବନମୁକ୍ତlସନ,ସର୍ବାଙ୍ଗlସନ କଲେ ମେଦ ରୋଗ ଭଲ ହୋଇଯାଏ।

ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା। ଡି. ଶ୍ରୀନିବାସ ରାଓ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ। ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ପକ୍ଷରୁ ଡଃ ନକୁଳ ସାହୁ ଅନୁରୋଧ କରିଛନ୍ତି।

ବ୍ରହ୍ମପୁର ସହର ସ୍ଵାସ୍ଥ୍ୟ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ବାର୍ଦ୍ଧକ୍ୟ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

September 28, 2026

୩୦ ବର୍ଷ ବୟସ ପରେ କେଉଁ ସ୍ୱାସ୍ଥ୍ୟ ପରୀକ୍ଷା ଜରୁରୀ? ଜାଣନ୍ତୁ କେଉଁ ଟେଷ୍ଟ କେବେ କରିବେ

September 27, 2026

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ଏବେ ଇଂରାଜୀ ନୁହେଁ, ରୋଗୀଙ୍କ ଭାଷାରେ ଔଷଧର ନାମ ଲେଖାଯିବ!: ଡାକ୍ତରମାନଙ୍କୁ ସରକାରଙ୍କ ନିର୍ଦ୍ଦେଶ

September 25, 2026
Latest News

ବାର୍ଦ୍ଧକ୍ୟ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

September 28, 2026

ପଦକ ବିନା ଫେରିବେ ମନୁ ଭାକର: ବିଶ୍ୱ ରେକର୍ଡଧାରୀ ଇଶା ସିଂହ ଜିତିଲେ ରୌପ୍ୟ

September 28, 2026

ଗେଷ୍ଟହାଉସରେ ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ: ୪ ଅଭିଯୁକ୍ତ ଗିରଫ

September 28, 2026

Maa Tara Tarini Temple: ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂ

September 28, 2026

UPI ମାମଲା: RBI ଏବଂ କେନ୍ଦ୍ରକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.