Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ପୋଖରୀରେ ବୁଡ଼ି ଯୁବକଙ୍କ ପ୍ରାଣହାନୀ
ଆଞ୍ଚଳିକ

ବାଣପୁର: ପୋଖରୀରେ ବୁଡ଼ି ଯୁବକଙ୍କ ପ୍ରାଣହାନୀ

March 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତି ପ୍ରାଣ ହରାଇଥିବା ଅଭିଯୋଗ ହୋଇଛି। ପୋଲିସ ସୂଚନା ମୁତାବକ ଭେଟେଶ୍ୱର ଗ୍ରାମର ଗଜେନ୍ଦ୍ର ପ୍ରଧାନ (୩୫) ଗତକାଲି ରାତି ୯ ଟା ପରେ ଘରକୁ ଫେରିନଥିଲେ। ତେବେ ଆଜି ଦିନ ୧୧ ଘଟିକା ସମୟରେ ଗଜେନ୍ଦ୍ରଙ୍କ ଶରୀର ଗ୍ରାମ ପୋଖରୀରେ ଭାସିଥୁବାର ଗ୍ରାମବାସୀ ଦେଖିଥିଲେ ଏବଂ ତାଙ୍କୁ ପୋଖରୀରୁ ଉଦ୍ଧାର କରି ବାଣପୁର ମେଡିକାଲ ନେଇଥିଲେ।

ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ସହ ସ୍ଥାନୀୟ ପୋଲିସ କୁ ସୂଚନା ଦେଇଥିଲେ। ଖବର ପାଇ ବାଣପୁର ପୋଲିସ ମେଡିକାଲ ପହଞ୍ଚି ଶବ ଜବତ କରି ୫/୨୫ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ତେବେ ଗଜେନ୍ଦ୍ର ପୋଖରୀରେ ବୁଡ଼ିଯାଇଥିବାରୁ ତାଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି।

ଅପମୃତ୍ୟୁ ମାମଲା ଖୋର୍ଦ୍ଧା ଜିଲ୍ଲା ଯୁବକଙ୍କ ପ୍ରାଣହାନୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍ସପେକ୍ଟରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

October 14, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Latest News

ରେଳ ଧାରଣା ଉପରେ ହାତୀଙ୍କ ଡେରା, ଠପ୍ ହେଲା ଟ୍ରେନ୍ ଚଳାଚଳ

October 18, 2026

ବନ ବିଭାଗର ୬୫ ଲକ୍ଷରୁ ଅଧିକ ଟଙ୍କା ହଡ଼ପ କରି ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ

October 18, 2026

Odisha Governor Oath Ceremony: ଓଡିଶାର ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ ରାମ

October 18, 2026

ଅଷ୍ଟମୀ-ନବମିରେ କରନ୍ତୁ ଯଜ୍ଞ: ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

October 18, 2026

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.