Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ବିଦ୍ୟାଳୟ ସୁରକ୍ଷା ଓ ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଣପୁର: ବିଦ୍ୟାଳୟ ସୁରକ୍ଷା ଓ ସଚେତନତା କାର୍ଯ୍ୟକ୍ରମ

March 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ବ୍ଳକ୍ ଅଧିନସ୍ଥ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାଲିଡିହି ରେ ସୁରକ୍ଷା ଓ ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁଦର୍ଶନ ସେଠୀଙ୍କ ଅଧ୍ୟକ୍ଷତାରେ ବାଣପୁର ଦମକଳ କେନ୍ଦ୍ର ଅଧିକାରୀ ନିରଞ୍ଜନ ବେହେରା ଓ ତାଙ୍କ ସାଥିଙ୍କ ନେତୃତ୍ୱରେ ବିଦ୍ୟାଳୟର ଛାତ୍ରଛାତ୍ରୀ ତଥା ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ବିଭିନ୍ନ ପ୍ରକାର ସୁରକ୍ଷା ଓ ସଚେତନତା ବିଷୟରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ।

ବିଭିନ୍ନ ପ୍ରକାର ର ନିଆଁ, ସାପ କାମୁଡା, ବଜ୍ରପାତ, ଅଂଶୁଘାତ,ସଡ଼କ ଦୁର୍ଘଟଣା, ପାଣିରେ ବୁଡିଯିବା, ଗ୍ୟାସ ସିଲିଣ୍ଡର ନିଆଁ ରୁ ନିଜକୁ ତଥା ଅନ୍ୟ ର ଜୀବନକୁ କିପରି ବଞ୍ଚାଇପାରିଵା ପ୍ରଶିକ୍ଷଣ ମାଧ୍ୟମରେ ବିଦ୍ୟାଳୟ ର ଛାତ୍ରଛାତ୍ରୀ ତଥା କମିଟିର ସଭ୍ୟ ସଭ୍ୟା ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସଚେତନତା ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ର ପରିଚାଳନା କମିଟି ଅଧ୍ୟକ୍ଷ ପ୍ରହଲ୍ଲାଦ ଲେଙ୍କା, ସନ୍ତୋଷ କୁମାର ଷଡଙ୍ଗୀ, ପ୍ରଦୀପ କୁମାର ସାହୁ, ରବିନାରାୟଣ ସାହୁ, ତନୁଜା ଘଡାଇ, ମାନସ ପଲାଇ ପ୍ରମୁଖ ସହଯୋଗ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।

ବାଣପୁର ବ୍ଳକ୍ ସଚେତନତା କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ମହେଶ ଦୀକ୍ଷିତ ହେଲେ ଦେଶର ନୂଆ ଆଇବି ମୁଖ୍ୟ

June 26, 2026

ପୀତବାସ ପଣ୍ଡା ହତ୍ୟା ମାମଲା: ଫାଇନାଲ ଚାର୍ଜସିଟ ଦାଖଲ

June 26, 2026

ବଢିଲା ପାସପୋର୍ଟ ଫି

June 25, 2026

ଷ୍ଟ୍ରିଟ୍‌ଲାଇଟ୍ କେଳେଙ୍କାରୀରେ ଭିଜିଲାନ୍ସର ବଡ଼ ଚଢ଼ାଉ : ତିନି ଠିକାଦାର ଗିରଫ

June 25, 2026

ମୋଦିଙ୍କ ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ଅମିତ ଶାହା: ମନ୍ତ୍ରିପରିଷଦ ପୁନର୍ଗଠନ ନେଇ ଚର୍ଚ୍ଚା ତୀବ୍ର

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.