Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ପାଳନ କଲା ବିଜୁ ଜନତା ଦଳ
ଆଞ୍ଚଳିକ

ବାଣପୁର: ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ପାଳନ କଲା ବିଜୁ ଜନତା ଦଳ

March 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଚିଲିକା ନିର୍ବାଚନ ମଣ୍ଡଳୀର ବାଣପୁର ବ୍ଲକ ବିଜୁ ଜନତାଦଳ ପକ୍ଷରୁ ପ୍ରବାଦ ପୁରୁଷ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ବାଣପୁର ଜୋନ ନମ୍ବର ୧୫ କାର୍ଯ୍ଯଳୟ ଠାରେ ପାଳିତ ହୋଇଯାଇଛି। ବିଜେଡି ବ୍ଲକ ଉପ ସଭାପତି ଯଦୁ ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଗୋପିନାଥ ମହାରଣା ଯୋଗଦେଇ ଗ୍ରାମାଞ୍ଚଳର ବିକାଶ ହେଲେ ଦେଶର ବିକାଶ ସମ୍ଭବ, ଯାହା ପ୍ରବାଦ ପୁରୁଷ ବିଜୁବାବୁଙ୍କ ସ୍ବପ୍ନ ଥିଲା। ତାଙ୍କ ସମୟରେ ତ୍ରୀସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାର ଆରମ୍ଭ ହୋଇଥିବା ବେଳେ ମହିଳାଙ୍କୁ ସକ୍ରିୟ ରାଜନୀତିରେ ଅଂଶଗ୍ରହଣ ପାଇଁ ସ୍ଥାନ ସଂରକ୍ଷଣ ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ବର୍ତ୍ତମାନର ରାଜ୍ୟ ସରକାର ତାଙ୍କ ଜନ୍ମ ଜୟନ୍ତୀକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ ନ କରିବା ଦୁଃଖଦାୟକ ବୋଲି କହିଥିଲେ।

ପ୍ରାରମ୍ଭରେ କର୍ମକର୍ତ୍ତାମାନେ ମେଡିକାଲ ଛକ ସ୍ଥିତ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଳ ପ୍ରଦାନ କରି ଓଡିଶାର ବିକାଶ ପାଇଁ ବିଜୁ ପଟ୍ଟନାୟକଙ୍କ ଅବଦାନ ଓ ଜିବନୀ ଉପରେ ଆଲୋଚନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଚିତ୍ତରଂଜନ ସାମନ୍ତରାୟ, ମିକୁନ ସାହୁ, ଆଶୁତୋଷ ପାଢି, ଜୟସେନ ବେହେରା, ନିରଞ୍ଜନ ପ୍ରଧାନ, ରାଜା ବିଶୋଇ ପ୍ରମୁଖ ଯୋଗ ଦେଇଥିଲେ।

ଚିଲିକା ନିର୍ବାଚନ ଜନ୍ମ ଜୟନ୍ତୀ ବିଜୁ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.