Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚ଼ିଲିକା ପଞ୍ଚାୟତ ସମିତି ଅଧିବେଶନରେ ଯୋଗଦେଲେ ଆଇନ ମନ୍ତ୍ରୀ, ପୁରୀ ସାଂସଦ
ଆଞ୍ଚଳିକ

ଚ଼ିଲିକା ପଞ୍ଚାୟତ ସମିତି ଅଧିବେଶନରେ ଯୋଗଦେଲେ ଆଇନ ମନ୍ତ୍ରୀ, ପୁରୀ ସାଂସଦ

March 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଆଜି ପୂର୍ବାହ୍ନରେ ଚ଼ିଲିକା ବ୍ଲକ ସଭାଗୃହରେ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରାଙ୍କ ଅଧ୍ୟକ୍ଷତାରେ ଚ଼ିଲିକା ପଞ୍ଚାୟତ ସମିତିର ଷଷ୍ଠ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଅଧିବେଶନରେ ରାଜ୍ୟ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଓ ପୁରୀ ସାଂସଦ ଡ଼ାଃ ସମ୍ବିତ ପାତ୍ର ଯୋଗଦେଇ ଶିକ୍ଷା ବିଭାଗ, ସ୍ବାସ୍ଥ୍ୟ ବିଭାଗ, କୃଷି ବିଭାଗ, ଜଳ ଯୋଗାଣ ଓ ପରିମଳ ବିଭାଗ, ମହିଳା ଓ ଶିଶୁ ବିକାଶ କଲ୍ୟାଣ ବିଭାଗ, ମନରେଗା, ବିକଶିତ ଗାଁ ଓ ବିକଶିତ ଓଡ଼ିଶାର‌ ସଫଳ ରୂପାୟନ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ରାସନ କାର୍ଡ ଓ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ।

ଗ୍ରାମୀଣ ଓଡ଼ିଶାର ଜୀବନଧାରଣ ଓ ମାନବୃଦ୍ଧି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଗ୍ରାମୀଣ ଭିତ୍ତିଭୂମିର ବିକାଶ ନିହାତି ଆବଶ୍ୟକ ବୋଲି ସାଂସଦ ଡ଼ାଃ ପାତ୍ର କହିଥିଲେ। ବ୍ଲକ ଉନ୍ନୟନ ଅଧିକାରିଣୀ ପୁନମ ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଏହି ବୈଠକରେ ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ତହସିଲଦାର‌ କାହ୍ନୁ ଚରଣ ଘଡ଼ାଇ, ଜିଲ୍ଲା ପରିଷଦ ସଦସ୍ୟା,ସରପଞ୍ଚ, ସମିତି ସଭ୍ୟଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ଆଇନ ମନ୍ତ୍ରୀ ଡ଼ା ସମ୍ବିତ ପାତ୍ର ପୁରୀ ସାଂସଦ ପୃଥ୍ୱୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଭାପୁର ଓ ଖଣ୍ଡପଡ଼ାରେ ୭ଟି ରାସ୍ତା ଓ ସେତୁ ନିର୍ମାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପୂର୍ତ୍ତ ମନ୍ତ୍ରୀ

September 13, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ତୋରସିଂହ ଗ୍ରାମପଞ୍ଚାୟତର କାର୍ଯ୍ୟାଳୟ ଗୃହର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ ଓ ସାଂସଦ

September 9, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 13, 2026

ଆଦିବାସୀ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 13, 2026

ହୋମଗାର୍ଡଙ୍କୁ ବର୍ବର ଆକ୍ରମଣ: ୨ ମୁଖ୍ୟ ଅଭିଯୁକ୍ତଙ୍କ ସହ ୬ ଗିରଫ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.